• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th March 2025; ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ..

କର୍ମକ୍ଷେତ୍ରରେ ଆତ୍ମବିଶ୍ୱାସ ଓ ଦୃଢତା ଯୋଗେ ସମ୍ମାନର ଅଧିକାରୀ ହୋଇପାରିବେ । ସୁସ୍ଥ ମାନସିକତା ରକ୍ଷା କରି ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ । ପାରିବାରିକ ତିକ୍ତତାର ସମସ୍ୟା ଦୂର ହେବ ।

Taurus

ବୃଷ

Wednesday 26 Mar 2025

କୃତିକା- କୌଣସି ବିଶେଷ ବ୍ୟକ୍ତିଙ୍କ ସହିତ ଭେଟ ହୋଇପାରେ ତାଙ୍କ ସହିତ ସମ୍ପର୍କ ବଢାଇବେ । ପାରିବାରିକ ବିବାଦ କାରଣରୁ ଆଜି ଆପଣଙ୍କ ବୈବାହିକ ଜୀବନ ପ୍ରଭାବିତ ରହିବ । ବଡ କମ୍ପାନୀ ସହିତ ବ୍ୟବସାୟରେ ଜଡିତ ହୋଇପାରନ୍ତି । ରୋହିଣୀ- ରାଜନୀତି କ୍ଷେତ୍ରରେ ଲକ୍ଷ୍ୟ ହାସଲ କରିବେ । ମୁରବୀ ଆପଣଙ୍କୁ କୌଣସି ଭଲ ପରାମର୍ଶ ଦେଇପାରନ୍ତି । ଶିକ୍ଷାକ୍ଷେତ୍ରରେ ନୂତନ ଜ୍ଞାନ ଆହରଣ କରିବେ । ମୃଗଶିରା- ଛୋଟ ଘଟଣାକୁ ଗୁରୁତର ମନେକରି ଭାବପ୍ରବଣ ହୋଇପାରନ୍ତି । ସଙ୍ଗୀତ ଓ ଚଳଚ୍ଚିତ୍ର ତଥା ସାହିତ୍ୟ କ୍ଷେତ୍ରରେ ବେଶ୍ ଆଦୃତ ହେବେ । କୋର୍ଟରେ ତାରିଖ ସ୍ଥିର ଧାର୍ଯ୍ୟ ହୋଇପାରେ ।


ପ୍ରତିକାର – ମା କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :

VASTU TIPS

କର୍ମକ୍ଷେତ୍ରରେ ଆତ୍ମବିଶ୍ୱାସ ଓ ଦୃଢତା ଯୋଗେ ସମ୍ମାନର ଅଧିକାରୀ ହୋଇପାରିବେ । ସୁସ୍ଥ ମାନସିକତା ରକ୍ଷା କରି ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ । ପାରିବାରିକ ତିକ୍ତତାର ସମସ୍ୟା ଦୂର ହେବ ।ସମ୍ପର୍କ ଭଲ ଥିଲେ ମଧ୍ୟ ବନ୍ଧୁଙ୍କ ଅଶୋଭନୀୟ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିବ । କାର୍ଯ୍ୟବ୍ୟସ୍ତତା ଯୋଗୁଁ କେତେକ କାମ ଠିକ୍ ସମୟରେ କରିପାରିବେ ନାହିଁ ।