କର୍ମକ୍ଷେତ୍ରରେ ଆତ୍ମବିଶ୍ୱାସ ଓ ଦୃଢତା ଯୋଗେ ସମ୍ମାନର ଅଧିକାରୀ ହୋଇପାରିବେ । ସୁସ୍ଥ ମାନସିକତା ରକ୍ଷା କରି ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ । ପାରିବାରିକ ତିକ୍ତତାର ସମସ୍ୟା ଦୂର ହେବ ।
ଧନିଷ୍ଠା- ସ୍ୱାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖା ଦେଇପାରେ । ପାରିବାରିକ ସମସ୍ୟା ଲାଗି ରହିବ । କାମକୁ ଅବହେଳା କରିପାରିବେ ନାହିଁ । ଶତଭିଷା- ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ସତର୍କତା ଅବଲମ୍ବନ କରିବା ଉଚିତ୍ । କର୍ମକ୍ଷେତ୍ରରେ ଜବରଦସ୍ତି ନ୍ୟାୟମିଳିବା ଫଳରେ ପଦୋନ୍ନତି ସୂଚନା ପାଇ ମନ ଆନନ୍ଦ ହେବ । ଖୋଳାଳିମାନେ ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ । ପୂ,ଭାଦ୍ରପଦ- ନୂତନ ଗୃହ ନିର୍ମାଣର ସୁଯୋଗ ଆସିବ । ବିଦ୍ୟାର୍ଥୀମାନେ ଉତ୍ତମ ଫଳ ପାଇବେ । ମହିଳାମାନେ ଆମୋଦ ପ୍ରମୋଦରେ ସମୟ ଅତିବାହିତ କରିବେ ।
ପ୍ରତିକାର– ହନୁମାନ ଚାଳିଶା ପାଠ କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮
କର୍ମକ୍ଷେତ୍ରରେ ଆତ୍ମବିଶ୍ୱାସ ଓ ଦୃଢତା ଯୋଗେ ସମ୍ମାନର ଅଧିକାରୀ ହୋଇପାରିବେ । ସୁସ୍ଥ ମାନସିକତା ରକ୍ଷା କରି ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ । ପାରିବାରିକ ତିକ୍ତତାର ସମସ୍ୟା ଦୂର ହେବ ।ସମ୍ପର୍କ ଭଲ ଥିଲେ ମଧ୍ୟ ବନ୍ଧୁଙ୍କ ଅଶୋଭନୀୟ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିବ । କାର୍ଯ୍ୟବ୍ୟସ୍ତତା ଯୋଗୁଁ କେତେକ କାମ ଠିକ୍ ସମୟରେ କରିପାରିବେ ନାହିଁ ।