କର୍ମକ୍ଷେତ୍ରରେ ଆତ୍ମବିଶ୍ୱାସ ଓ ଦୃଢତା ଯୋଗେ ସମ୍ମାନର ଅଧିକାରୀ ହୋଇପାରିବେ । ସୁସ୍ଥ ମାନସିକତା ରକ୍ଷା କରି ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ । ପାରିବାରିକ ତିକ୍ତତାର ସମସ୍ୟା ଦୂର ହେବ ।
ପୂ,ଭାଦ୍ରପଦ- ବ୍ୟବସାୟ ଏବଂ ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ମଧ୍ୟ ଦୂର ହୋଇଯିବ । ସମ୍ପର୍କୀୟଙ୍କ ସହ ମିତ୍ରତା ବୃଦ୍ଧି ଘଟିବ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ୱିତ କରିବେ । ଉ,ଭାଦ୍ରପଦ- ଛାତ୍ରଛାତ୍ରୀ ଉଚ୍ଚଶିକ୍ଷା କ୍ଷେତ୍ରରେ ସଫଳ ହେବେ । ଭ୍ରମଣ, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ । ଋଣ ଭରଣାରେ ସହଜ ହେବ । ରେବତୀ- ଜାଗା, ଜମି, ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ଆନୁଷ୍ଠାନିକ କାମରେ ଯାଇ ଜଣେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି । ଘରୋଇ କ୍ଷେତ୍ରରେ ଅଭାବ ନଥାଇ ମଧ୍ୟ ମନଟା ଭଲ ଲାଗିବ ନାହିଁ।
ପ୍ରତିକାର – ଅଶ୍ୱସ୍ଥ ଗଛ ମୂଳରେ ଘିଅ ବତୀ ଜଳାନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩
କର୍ମକ୍ଷେତ୍ରରେ ଆତ୍ମବିଶ୍ୱାସ ଓ ଦୃଢତା ଯୋଗେ ସମ୍ମାନର ଅଧିକାରୀ ହୋଇପାରିବେ । ସୁସ୍ଥ ମାନସିକତା ରକ୍ଷା କରି ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ । ପାରିବାରିକ ତିକ୍ତତାର ସମସ୍ୟା ଦୂର ହେବ ।ସମ୍ପର୍କ ଭଲ ଥିଲେ ମଧ୍ୟ ବନ୍ଧୁଙ୍କ ଅଶୋଭନୀୟ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିବ । କାର୍ଯ୍ୟବ୍ୟସ୍ତତା ଯୋଗୁଁ କେତେକ କାମ ଠିକ୍ ସମୟରେ କରିପାରିବେ ନାହିଁ ।