• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th March 2025; ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ..

କର୍ମକ୍ଷେତ୍ରରେ ଆତ୍ମବିଶ୍ୱାସ ଓ ଦୃଢତା ଯୋଗେ ସମ୍ମାନର ଅଧିକାରୀ ହୋଇପାରିବେ । ସୁସ୍ଥ ମାନସିକତା ରକ୍ଷା କରି ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ । ପାରିବାରିକ ତିକ୍ତତାର ସମସ୍ୟା ଦୂର ହେବ ।

Gemini

ମିଥୁନ

Wednesday 26 Mar 2025

ମୃଗଶିରା- ସନ୍ତାନ ପକ୍ଷରୁ ଶୁଭ ଖବର ପାଇବେ । ପର୍ଯ୍ୟଟନ କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଧନଲାଭର ଯୋଗ ଅଛି । ଯାତାୟତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ । ବ୍ୟବସାୟରେ ଉନ୍ନତି ଓ ଅଗ୍ରଗତିରେ ସୁଯୋଗ ପାଇବେ । ଆଦ୍ରା- ନବ ବିବାହିତ ଦମ୍ପତି ଏକା ସାଙ୍ଗରେ ସମୟ ବିତାଇବେ । ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ, ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବ । ପୁନର୍ବସୁ- ଘରୋଇ ସଂସାର କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବା ଫଳରେ ଉନ୍ନତିର ସୁଯୋଗ ପାଇବେ । ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ପାଇବେ । ସ୍ଥଗିତ ଥିବା ଧନ ମିଳିବାରୁ ଖୁସି ହେବେ । 


ପ୍ରତିକାର –ଦତ୍ତାତ୍ରେୟଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ 
 

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :

VASTU TIPS

କର୍ମକ୍ଷେତ୍ରରେ ଆତ୍ମବିଶ୍ୱାସ ଓ ଦୃଢତା ଯୋଗେ ସମ୍ମାନର ଅଧିକାରୀ ହୋଇପାରିବେ । ସୁସ୍ଥ ମାନସିକତା ରକ୍ଷା କରି ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ । ପାରିବାରିକ ତିକ୍ତତାର ସମସ୍ୟା ଦୂର ହେବ ।ସମ୍ପର୍କ ଭଲ ଥିଲେ ମଧ୍ୟ ବନ୍ଧୁଙ୍କ ଅଶୋଭନୀୟ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିବ । କାର୍ଯ୍ୟବ୍ୟସ୍ତତା ଯୋଗୁଁ କେତେକ କାମ ଠିକ୍ ସମୟରେ କରିପାରିବେ ନାହିଁ ।