• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th March 2025; ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ..

କର୍ମକ୍ଷେତ୍ରରେ ଆତ୍ମବିଶ୍ୱାସ ଓ ଦୃଢତା ଯୋଗେ ସମ୍ମାନର ଅଧିକାରୀ ହୋଇପାରିବେ । ସୁସ୍ଥ ମାନସିକତା ରକ୍ଷା କରି ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ । ପାରିବାରିକ ତିକ୍ତତାର ସମସ୍ୟା ଦୂର ହେବ ।

Cancer

କର୍କଟ

Wednesday 26 Mar 2025

ପୁନର୍ବସୁ- ବ୍ୟବସାୟରେ ପୁରୁଣା ସମସ୍ୟା ସମାଧାନ ହୋଇ ଅର୍ଥିକ ଉନ୍ନତି ଘଟିବ । କର୍ମକ୍ଷେତ୍ରରେ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସା ପାଇବେ । ସମ୍ମାନର ସହିତ ଦିନଚର୍ଯ୍ୟା କରି ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣ କରି ଆନନ୍ଦ ଅନୁଭବ କରିବେ । ପୁଷ୍ୟା- ବ୍ୟବସାୟ- ବାଣିଜ୍ୟ ପାଇଁ ବିଦେଶକୁ ଯିବେ । ରାଜନୈତିକ କ୍ଷେତ୍ରରେ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିବ । ଛାତ୍ରଛାତ୍ରୀ ପଢାକୁ ନେଇ ଚିନ୍ତାରେ ରହି ପାରନ୍ତି । ଅଶ୍ଲେଷା- ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ କିଛି ବ୍ୟୟ ହେବ । ସମାଜଠୁ ଦୂରରେ ରହିଲେ ଆବଶ୍ୟକତା ସମୟରେ କେହିବି ଆପଣଙ୍କ ପାଖକୁ ଆସିବେନି । ଖେଳାଳିମାନଙ୍କ ପାଇଁ ଦିନଟି ଶୁଭ ରହିବ ।

ପ୍ରତିକାର– ଗୁରୁଜନଙ୍କ ଚରଣ ସ୍ପର୍ଶ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :

VASTU TIPS

କର୍ମକ୍ଷେତ୍ରରେ ଆତ୍ମବିଶ୍ୱାସ ଓ ଦୃଢତା ଯୋଗେ ସମ୍ମାନର ଅଧିକାରୀ ହୋଇପାରିବେ । ସୁସ୍ଥ ମାନସିକତା ରକ୍ଷା କରି ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ । ପାରିବାରିକ ତିକ୍ତତାର ସମସ୍ୟା ଦୂର ହେବ ।ସମ୍ପର୍କ ଭଲ ଥିଲେ ମଧ୍ୟ ବନ୍ଧୁଙ୍କ ଅଶୋଭନୀୟ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିବ । କାର୍ଯ୍ୟବ୍ୟସ୍ତତା ଯୋଗୁଁ କେତେକ କାମ ଠିକ୍ ସମୟରେ କରିପାରିବେ ନାହିଁ ।