କର୍ମକ୍ଷେତ୍ରରେ ଆତ୍ମବିଶ୍ୱାସ ଓ ଦୃଢତା ଯୋଗେ ସମ୍ମାନର ଅଧିକାରୀ ହୋଇପାରିବେ । ସୁସ୍ଥ ମାନସିକତା ରକ୍ଷା କରି ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ । ପାରିବାରିକ ତିକ୍ତତାର ସମସ୍ୟା ଦୂର ହେବ ।
ଉ,ଫଳଗୁନି- ଜୀବନସାଥୀ ଓ ପରିଜନଙ୍କ ସ୍ନେହ ପାଇବେ । ବନ୍ଧୁଙ୍କ ସାହାଯ୍ୟ ଦ୍ୱାରା କଠିନ କାର୍ଯ୍ୟ କରିବେ । ବୃଦ୍ଧି ବିଦ୍ୟାର ଉତ୍ତମ ଉପଯୋଗ କରି କାର୍ଯ୍ୟରେ ସଫଳତା ପାଇବେ । ହସ୍ତା- ଶିକ୍ଷାକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ହାସଲ କରିବେ । କ୍ୟାରିୟରକୁ ନେଇ ସାମାନ୍ୟ ଚିନ୍ତିତ ରହିପାରନ୍ତି । ରାଜନୀତିରେ ଶତ୍ରୁମାନେ ଭୟଭୀତ ହେବେ । ଚିତ୍ରା-ନିଜ ଲୋକଙ୍କ ସହିତ ମତାନ୍ତର, ମନାନ୍ତର ଦେଖାଦେବ । କାମ ଅଟକି ଥିବା ସତ୍ତ୍ୱେ ପ୍ରେମ ଓ ବାହାରକୁ ଯାଇକି ବୁଲାବୁଲି କରିବାର ବିଚାର ଆପଣଙ୍କ ମନରେ ଆସିବ । ଆପଣଙ୍କ ଆତ୍ମବିଶ୍ଵାସ ବୃଦ୍ଧି ହେବ ।
ପ୍ରତିକାର- ତ୍ରିପୁରା ସୁନ୍ଦରୀଙ୍କର ପୂଜାପାଠ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫
କର୍ମକ୍ଷେତ୍ରରେ ଆତ୍ମବିଶ୍ୱାସ ଓ ଦୃଢତା ଯୋଗେ ସମ୍ମାନର ଅଧିକାରୀ ହୋଇପାରିବେ । ସୁସ୍ଥ ମାନସିକତା ରକ୍ଷା କରି ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ । ପାରିବାରିକ ତିକ୍ତତାର ସମସ୍ୟା ଦୂର ହେବ ।ସମ୍ପର୍କ ଭଲ ଥିଲେ ମଧ୍ୟ ବନ୍ଧୁଙ୍କ ଅଶୋଭନୀୟ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିବ । କାର୍ଯ୍ୟବ୍ୟସ୍ତତା ଯୋଗୁଁ କେତେକ କାମ ଠିକ୍ ସମୟରେ କରିପାରିବେ ନାହିଁ ।