କର୍ମକ୍ଷେତ୍ରରେ ଆତ୍ମବିଶ୍ୱାସ ଓ ଦୃଢତା ଯୋଗେ ସମ୍ମାନର ଅଧିକାରୀ ହୋଇପାରିବେ । ସୁସ୍ଥ ମାନସିକତା ରକ୍ଷା କରି ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ । ପାରିବାରିକ ତିକ୍ତତାର ସମସ୍ୟା ଦୂର ହେବ ।
ଚିତ୍ରା- ସାଂସାରିକ ସ୍ୱାଧିନତା ରହିବ । ବାହାରକୁ ବୁଲି ଯିବାର ଯୋଜନା କରିପାରନ୍ତି । ବାଣିଜ୍ୟରେ ମନ୍ଥରତା ରହିବ । ପଦମର୍ଯ୍ୟାଦା ବୃଦ୍ଧି ପାଇବ । ଅସୁବିଧାରେ ପଡି ବିରକ୍ତି ଭାବ ପ୍ରକାଶ କରିବେ । ସ୍ୱାତୀ- ନୂଆ ଯାନବାହନ କିଣିବାର ଆଶା ପୂରଣ ହୋଇପାରେ । ରାଜନୀତିରେ ନେତୃତ୍ୱ ବୃଦ୍ଧି ହେବ । ଦକ୍ଷତାକୁ ପୂର୍ଣ୍ଣ ଭାବରେ ବ୍ୟବହାର କରିବେ । ଆତ୍ମବିଶ୍ୱାସ ଓ ଆଶାକୁ ନେଇ ଆଗକୁ ବଢିବେ । ବିଶାଖା- ଅଭାବି ଲୋକଙ୍କୁ ସାହାର୍ଯ୍ୟ ସହଯୋଗର ହାତ ବଢାଇବେ । ଚାକିରି କ୍ଷେତ୍ରରେ ପ୍ରିୟପାତ୍ର ହୋଇପାରନ୍ତି । କୌଣସି ଦୂର ସ୍ଥାନକୁ ତୀର୍ଥ ଯାତ୍ରାର ସୁଯୋଗ ପାଇବେ । ଆପଣଙ୍କ ଆୟ ପୂର୍ବ ପରି ରହିବ ।
ପ୍ରତିକାର – ଶିବଙ୍କର ଦର୍ଶନ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬
କର୍ମକ୍ଷେତ୍ରରେ ଆତ୍ମବିଶ୍ୱାସ ଓ ଦୃଢତା ଯୋଗେ ସମ୍ମାନର ଅଧିକାରୀ ହୋଇପାରିବେ । ସୁସ୍ଥ ମାନସିକତା ରକ୍ଷା କରି ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ । ପାରିବାରିକ ତିକ୍ତତାର ସମସ୍ୟା ଦୂର ହେବ ।ସମ୍ପର୍କ ଭଲ ଥିଲେ ମଧ୍ୟ ବନ୍ଧୁଙ୍କ ଅଶୋଭନୀୟ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିବ । କାର୍ଯ୍ୟବ୍ୟସ୍ତତା ଯୋଗୁଁ କେତେକ କାମ ଠିକ୍ ସମୟରେ କରିପାରିବେ ନାହିଁ ।