• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th March 2025; ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ..

କର୍ମକ୍ଷେତ୍ରରେ ଆତ୍ମବିଶ୍ୱାସ ଓ ଦୃଢତା ଯୋଗେ ସମ୍ମାନର ଅଧିକାରୀ ହୋଇପାରିବେ । ସୁସ୍ଥ ମାନସିକତା ରକ୍ଷା କରି ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ । ପାରିବାରିକ ତିକ୍ତତାର ସମସ୍ୟା ଦୂର ହେବ ।

Sagittarius

ଧନୁ

Wednesday 26 Mar 2025

ମୂଳା-ପରିକ୍ଷାରେ କୃତକାର୍ଯ୍ୟ ହେବେ । ଅସାବଧାନତା ପାଇଁ ଖାଦ୍ୟ ନଷ୍ଟ ହୋଇପାରେ । ଅନ୍ୟମାନେ ଆପଣଙ୍କର ଫାଇଦା ଉଠାଇବା ପାଇଁ ଚେଷ୍ଟା କରିବେ । କର୍ମ କ୍ଷେତ୍ରରେ ଦକ୍ଷତାକୁ ନେଇ ପ୍ରତିଷ୍ଠା ଓ ପ୍ରଶଂସା ପାଇବେ । ପୂ,ଷାଢା- ରାଜନିତିରେ ଆଲୋଚନାରେ ନିଜକୁ ସାମିଲ କରିବେ । କର୍ମକ୍ଷେତ୍ରରେ ସନ୍ଦେହଜନକ ବାତାବରଣ ମଧ୍ୟରେ ଅଣନିଶ୍ୱାସୀ ହେବାକୁ ପଡିପାରେ । କେତେକ କ୍ଷେତ୍ରରେ ସଂଘର୍ଷମୟ ପରିସ୍ଥିତିର ଦୃଢ ମୁକାବିଲା କରିବାକୁ ପଡିପାରେ । ଉ,ଷାଢା- ଧାର ଦେଇଥିବା ପଇସା ଫେରସ୍ତ ପାଇବେ । ପରିବାରରେ ନୂଆ ଦାୟିତ୍ୱ ଗ୍ରହଣ କରିବେ । ବୁଝି ବିଚାରି ସମସ୍ୟାର ସମାଧାନ କରିବେ । ସମାଜ ସେବାରେ ମନ ବଳାଇବେ । ଜମି, ଦଲାଲଙ୍କୁ ଯଥେଷ୍ଟ ଲାଭ  ମିଳିବ ।  


ପ୍ରତିକାର– ଶ୍ରୀ ରାମଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :

VASTU TIPS

କର୍ମକ୍ଷେତ୍ରରେ ଆତ୍ମବିଶ୍ୱାସ ଓ ଦୃଢତା ଯୋଗେ ସମ୍ମାନର ଅଧିକାରୀ ହୋଇପାରିବେ । ସୁସ୍ଥ ମାନସିକତା ରକ୍ଷା କରି ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ । ପାରିବାରିକ ତିକ୍ତତାର ସମସ୍ୟା ଦୂର ହେବ ।ସମ୍ପର୍କ ଭଲ ଥିଲେ ମଧ୍ୟ ବନ୍ଧୁଙ୍କ ଅଶୋଭନୀୟ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିବ । କାର୍ଯ୍ୟବ୍ୟସ୍ତତା ଯୋଗୁଁ କେତେକ କାମ ଠିକ୍ ସମୟରେ କରିପାରିବେ ନାହିଁ ।