କର୍ମକ୍ଷେତ୍ରରେ ଆତ୍ମବିଶ୍ୱାସ ଓ ଦୃଢତା ଯୋଗେ ସମ୍ମାନର ଅଧିକାରୀ ହୋଇପାରିବେ । ସୁସ୍ଥ ମାନସିକତା ରକ୍ଷା କରି ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ । ପାରିବାରିକ ତିକ୍ତତାର ସମସ୍ୟା ଦୂର ହେବ ।
ଉ,ଷାଢା- କର୍ମ କ୍ଷେତ୍ରରେ ଆତ୍ମବିଶ୍ୱାସ ଓ ଦୃଢତା ଯୋଗେ ସମ୍ମାନର ଅଧିକାରୀ ହୋଇପାରିବେ । ସୁସ୍ଥ ମାନସିକତା ରକ୍ଷା କରି ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ । ପାରିବାରିକ ତିକ୍ତତାର ସମସ୍ୟା ଦୂର ହେବ । ଶ୍ରବଣା- ରାଜନୀତି କ୍ଷେତ୍ରରେ ସୁନାମ ଅର୍ଜନ କରିବେ । ଅଫିସରୁ ଆସିଲା ବେଳେ ନିଜ ମନ ପସନ୍ଦର ଜିନିଷଟିଏ କିଣିକି ଆଣିବାରେ ସମର୍ଥ ହେବେ । ଧନିଷ୍ଠା- ଜମିଜମା ସମ୍ବନ୍ଧୀୟ କଥାବାର୍ତ୍ତା ପ୍ରଭୃତିରେ ଉନ୍ନତମାନର ସୁଫଳ ପାଇବେ । ସମ୍ପର୍କ ଭଲ ଥିଲେ ମଧ୍ୟ ବନ୍ଧୁଙ୍କ ଅଶୋଭନୀୟ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିବ । କାର୍ଯ୍ୟବ୍ୟସ୍ତତା ଯୋଗୁଁ କେତେକ କାମ ଠିକ୍ ସମୟରେ କରିପାରିବେ ନାହିଁ ।
ପ୍ରତିକାର – ଶନିଦେବଙ୍କର ପୂଜାର୍ଚ୍ଚନା କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮
କର୍ମକ୍ଷେତ୍ରରେ ଆତ୍ମବିଶ୍ୱାସ ଓ ଦୃଢତା ଯୋଗେ ସମ୍ମାନର ଅଧିକାରୀ ହୋଇପାରିବେ । ସୁସ୍ଥ ମାନସିକତା ରକ୍ଷା କରି ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ । ପାରିବାରିକ ତିକ୍ତତାର ସମସ୍ୟା ଦୂର ହେବ ।ସମ୍ପର୍କ ଭଲ ଥିଲେ ମଧ୍ୟ ବନ୍ଧୁଙ୍କ ଅଶୋଭନୀୟ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିବ । କାର୍ଯ୍ୟବ୍ୟସ୍ତତା ଯୋଗୁଁ କେତେକ କାମ ଠିକ୍ ସମୟରେ କରିପାରିବେ ନାହିଁ ।