କର୍ମକ୍ଷେତ୍ରରେ ଆତ୍ମବିଶ୍ୱାସ ଓ ଦୃଢତା ଯୋଗେ ସମ୍ମାନର ଅଧିକାରୀ ହୋଇପାରିବେ । ସୁସ୍ଥ ମାନସିକତା ରକ୍ଷା କରି ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ । ପାରିବାରିକ ତିକ୍ତତାର ସମସ୍ୟା ଦୂର ହେବ ।
ଅଶ୍ୱନୀ- ବ୍ୟବସାୟୀଙ୍କୁ ଅଚାନକ ଧନ ଲାଭ ହୋଇପାରେ । ଆପଣ ଅଜ୍ଞାତ ବିପଦର ସମ୍ମୁଖୀନ ହୋଇପାରନ୍ତି । କର୍ମ ତତ୍ପରତା ହେତୁ ଆଗେଇ ଚାଲିବେ । ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ଲାଭ କରିବେ। ଦ୍ୱିଜା- ପ୍ରେମିକ ପ୍ରେମିକାମାନେ ବିଶ୍ୱାସ ଭାଜନ ହେବେ । ସନ୍ଧ୍ୟା ସୁଦ୍ଧା ଭଲ ଖବର ପାଇବେ । ସାମାଜିକ କାର୍ଯ୍ୟରେ ଅଧିକ ସମୟ ବିତେଇ ପ୍ରଶଂସା ପାଇବେ । କୃତିକା- ନୂତନ ଜିନିଷ କ୍ରୟ କରିପାରନ୍ତି । ଗାଡିମୋଟର ଚଳାଇବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ ନ ହେଲେ ଅସୁବିଧାରେ ପଡିପାରନ୍ତି । ଖର୍ଚ୍ଚ ଉପରେ ଟିକେ ଧ୍ୟାନ ଦିଅନ୍ତୁ ।
ପ୍ରତିକାର- ହନୁମାନଙ୍କର ପୂଜାର୍ଚ୍ଚନା କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯
କର୍ମକ୍ଷେତ୍ରରେ ଆତ୍ମବିଶ୍ୱାସ ଓ ଦୃଢତା ଯୋଗେ ସମ୍ମାନର ଅଧିକାରୀ ହୋଇପାରିବେ । ସୁସ୍ଥ ମାନସିକତା ରକ୍ଷା କରି ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ । ପାରିବାରିକ ତିକ୍ତତାର ସମସ୍ୟା ଦୂର ହେବ ।ସମ୍ପର୍କ ଭଲ ଥିଲେ ମଧ୍ୟ ବନ୍ଧୁଙ୍କ ଅଶୋଭନୀୟ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିବ । କାର୍ଯ୍ୟବ୍ୟସ୍ତତା ଯୋଗୁଁ କେତେକ କାମ ଠିକ୍ ସମୟରେ କରିପାରିବେ ନାହିଁ ।