• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th May 2023: ଏହି ରାଶିର ବ୍ୟକ୍ତି ଆଜି କୋର୍ଟ କଚେରି ମାମଲାରେ ଆଶାଜନକ ଫଳ ପାଇବେ

ସୈାର ବୃଷ ମାସ ଜ୍ୟେଷ୍ଠ ଶୁକ୍ଲପକ୍ଷ । ଇଂରାଜୀରେ ୨୬ ତାରିଖ ଶୁକ୍ରବାର । ଚନ୍ଦ୍ର – କର୍କଟ ରାତ୍ରି ୦୮.୪୯ ଗତେ ସିଂହ ,ତିଥି – ୬ଷ୍ଠୀ ପ୍ରାତଃ ୦୫.୧୯ ଗତେ ୭ମୀ,ଘାତ ଚନ୍ଦ୍ର – ରାତ୍ରି ୦୮.୪୯ ଗତେ କର୍କଟ ଓ ମକର ,ଘାତ ବାର – ବିଛା, ଧନୁ ଓ ମୀନ,ପୁଷ୍କର ଦୋଷ – ପ୍ରାତଃ ୦୫.୧୯ ଗତେ ୧ ପାଦ- ପଶୁସମ୍ପଦ ନାଶ - ଅନ୍ନଦାନ ।

Taurus

ବୃଷ

Friday 26 May 2023

କୃତିକା- ସ୍ୱାସ୍ଥ୍ୟ ସମସ୍ୟାରେ ବହୁ ପରିମାଣରେ ହ୍ରାସ ପାଇବ । ସନ୍ତାନ ପକ୍ଷକୁ ନେଇ ଚିନ୍ତିତ ରହିବେ । ରାସ୍ତାଘାଟରେ ଯଥେଷ୍ଟ ସତର୍କତା ହୋଇ ଚଳିବା ଉଚିତ୍ । ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତି ହେବ

ରୋହିଣୀ- ସନ୍ତାନଙ୍କ ଭାଗ୍ୟରେ ଏବଂ ଆର୍ଥିକ ସି୍ଥତି ଉନ୍ନତି ଦେଖାଦେବ । ସାମାଜିକ କାର୍ଯ୍ୟରେ ସଫଳତା ପାଇବେ । ସହଯୋଗୀ ମାନଙ୍କ ଯୋଗୁ କର୍ମକ୍ଷେତ୍ରରେ ଭଲ କରିବେ । ଶିକ୍ଷାର୍ଥୀ ମାନଙ୍କ ପାଇଁ ଅଧ୍ୟୟନରେ ଆଗ୍ରହ ବଢିବ

ମୃଗଶିରା- କଚେରି ମାମଲାରେ କ୍ଷେତ୍ରରେ ଆଶାଜନକ ଫଳ ପାଇବେ । ମହିଳା ମାନେ କାର୍ଯ୍ୟ ବ୍ୟସ୍ତ ରହିବେ । ବିଭିନ୍ନ ଅନୁଷ୍ଠାନ ଓ ସଂଗଠନ କ୍ଷେତ୍ରରେ ନିଜକୁ ସାମିଲ କରିବା ସହିତ ନିଜର ଦକ୍ଷତା ପ୍ରତିପାଦିତ କରିବେ

ପ୍ରତିକାର – ମାଆ କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :