• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th May 2023: ଏହି ରାଶିର ବ୍ୟକ୍ତି ଆଜି କୋର୍ଟ କଚେରି ମାମଲାରେ ଆଶାଜନକ ଫଳ ପାଇବେ

ସୈାର ବୃଷ ମାସ ଜ୍ୟେଷ୍ଠ ଶୁକ୍ଲପକ୍ଷ । ଇଂରାଜୀରେ ୨୬ ତାରିଖ ଶୁକ୍ରବାର । ଚନ୍ଦ୍ର – କର୍କଟ ରାତ୍ରି ୦୮.୪୯ ଗତେ ସିଂହ ,ତିଥି – ୬ଷ୍ଠୀ ପ୍ରାତଃ ୦୫.୧୯ ଗତେ ୭ମୀ,ଘାତ ଚନ୍ଦ୍ର – ରାତ୍ରି ୦୮.୪୯ ଗତେ କର୍କଟ ଓ ମକର ,ଘାତ ବାର – ବିଛା, ଧନୁ ଓ ମୀନ,ପୁଷ୍କର ଦୋଷ – ପ୍ରାତଃ ୦୫.୧୯ ଗତେ ୧ ପାଦ- ପଶୁସମ୍ପଦ ନାଶ - ଅନ୍ନଦାନ ।

Pisces

ମୀନ

Friday 26 May 2023

ପୂ , ଭାଦ୍ରପଦ - ସ୍ୱାସ୍ଥ୍ୟ କ୍ଷେତ୍ରରେ ଉନ୍ନତି ହେବ । ଦାମ୍ପତି ଜୀବନ ପ୍ରେମପୂର୍ବକ ବିତିବ । ଅଫିସରେ କର୍ମଚାରୀଙ୍କ ଉପରେ ବିରକ୍ତ ରୁହନ୍ତୁ ନାହିଁ ।

ଉ , ଭଦ୍ରପଦ - ଶିକ୍ଷାର୍ଥୀ ମାନେ ଅଧ୍ୟୟନ ଦିଗରେ ମନ ବଳାଇବେ । ଦୂରଯାତ୍ରା, ବାଣିଜ୍ୟ,ବ୍ୟବସାୟ କାରବାର କ୍ଷେତ୍ରରେ ଉନ୍ନତି ଆସିବ । କର୍ମକ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ କରିବେ ।

ରେବତୀ – ଆକସ୍ମିକ ବିପଦ ଦେଖାଦେଇ ପାରେ । ସତର୍କତା ଅବଲମ୍ବନ ନକଲେ ପୈତୃକ ସମ୍ପତି ହସ୍ତାନ୍ତର ହୋଇପାରେ । ସଂଚାର କ୍ଷେତ୍ରରେ ବ୍ୟକ୍ତିଙ୍କୁ ଲାଭ ମିଳିବ

ପ୍ରତିକାର- ଧର୍ମସ୍ଥଳରେ ଚାଉଳ ଦାନ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :