• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th May 2023: ଏହି ରାଶିର ବ୍ୟକ୍ତି ଆଜି କୋର୍ଟ କଚେରି ମାମଲାରେ ଆଶାଜନକ ଫଳ ପାଇବେ

ସୈାର ବୃଷ ମାସ ଜ୍ୟେଷ୍ଠ ଶୁକ୍ଲପକ୍ଷ । ଇଂରାଜୀରେ ୨୬ ତାରିଖ ଶୁକ୍ରବାର । ଚନ୍ଦ୍ର – କର୍କଟ ରାତ୍ରି ୦୮.୪୯ ଗତେ ସିଂହ ,ତିଥି – ୬ଷ୍ଠୀ ପ୍ରାତଃ ୦୫.୧୯ ଗତେ ୭ମୀ,ଘାତ ଚନ୍ଦ୍ର – ରାତ୍ରି ୦୮.୪୯ ଗତେ କର୍କଟ ଓ ମକର ,ଘାତ ବାର – ବିଛା, ଧନୁ ଓ ମୀନ,ପୁଷ୍କର ଦୋଷ – ପ୍ରାତଃ ୦୫.୧୯ ଗତେ ୧ ପାଦ- ପଶୁସମ୍ପଦ ନାଶ - ଅନ୍ନଦାନ ।

Cancer

କର୍କଟ

Friday 26 May 2023

ପୁନର୍ବସୁ- ମଧୁର କଥାରେ ପରକୁ ଆପଣାର କରିପାରନ୍ତି । ଥଣ୍ଡାଜନିତ ଅସୁସ୍ଥତା ଅନୁଭବ କରିବେ । ବ୍ୟବସାୟରେ ଲାଭଜନକ ହେବ । ରହୁଥିବା ସ୍ଥାନ ପରିବର୍ତନ କରିପାରନ୍ତି

ପୁଷ୍ୟା- ସରକାରୀ ଓ ବେସରକାରୀ ସ୍ତରରେ ସମ୍ମାନିତ ହେବ । ବିଦ୍ୟାର୍ଥୀ ମାନେ ଦିଦ୍ୟାପ୍ରେମୀ ହୋଇପାରନ୍ତି । ରାଜନୈତିକ ସ୍ତରରେ ପ୍ରଂଶସିତ ହେବେ ।

ଅଶ୍ଳେଷା- ମହିଳା ମାନେ ଭ୍ରମଣର ସୁଯୋଗ ପାଇବେ । ଅନେକ ଦିନରୁ ଧାର୍ଯ୍ୟ କରିଥିବା ଲକ୍ଷ ପୂରଣ କରିବେ । ଜମିଜମା ଜନିତ କ୍ରୟ,ବିକ୍ରୟରୁ ଲାଭ କମାଇ ପାରିବେ ।

ପ୍ରତିକାର – ଚନ୍ଦ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :