• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th May 2023: ଏହି ରାଶିର ବ୍ୟକ୍ତି ଆଜି କୋର୍ଟ କଚେରି ମାମଲାରେ ଆଶାଜନକ ଫଳ ପାଇବେ

ସୈାର ବୃଷ ମାସ ଜ୍ୟେଷ୍ଠ ଶୁକ୍ଲପକ୍ଷ । ଇଂରାଜୀରେ ୨୬ ତାରିଖ ଶୁକ୍ରବାର । ଚନ୍ଦ୍ର – କର୍କଟ ରାତ୍ରି ୦୮.୪୯ ଗତେ ସିଂହ ,ତିଥି – ୬ଷ୍ଠୀ ପ୍ରାତଃ ୦୫.୧୯ ଗତେ ୭ମୀ,ଘାତ ଚନ୍ଦ୍ର – ରାତ୍ରି ୦୮.୪୯ ଗତେ କର୍କଟ ଓ ମକର ,ଘାତ ବାର – ବିଛା, ଧନୁ ଓ ମୀନ,ପୁଷ୍କର ଦୋଷ – ପ୍ରାତଃ ୦୫.୧୯ ଗତେ ୧ ପାଦ- ପଶୁସମ୍ପଦ ନାଶ - ଅନ୍ନଦାନ ।

Virgo

କନ୍ୟା

Friday 26 May 2023

ଉ- ଫାଲ୍‌ଗୁନୀ- ପାରିବାରିକ କ୍ଷେତ୍ର ଶୃଙ୍ଖଳିତ ରହିବା ସଙ୍ଗକୁ ଅର୍ଥଲାଭ ହୋଇପାରେ । କର୍ମକ୍ଷେତ୍ରରେ ବନ୍ଧୁଙ୍କ ପ୍ରତିଶ୍ରୁତି ପାଇ ଆସ୍ୱସ୍ତି ଅନୁଭବ କରିବେ । ବ୍ୟବସାୟରେ ସାମାନ୍ୟ ଲାଭ ମିଳିବ । ଚାକିରୀରେ ବେତନ ବୃଦ୍ଧିର ସମ୍ଭାବନା ଅଛି ।

ହସ୍ତା- ରାଜନିତିରେ ପଦମର୍ଯ୍ୟଦା ବୃଦ୍ଧି ପାଇବ । ବନ୍ଧୁଙ୍କ ନିକଟରୁ ଆଶା କରୁଥିବା ଶୁଭ ଖବର ଶୁଣି ଖୁସି ହେବେ । ସାମ୍ବାଦିକତା କ୍ଷେତ୍ରରେ ପ୍ରଂଶସା ସାଉଟିବେ । ଶିକ୍ଷାର୍ଥୀ ମାନେ ପଢାରେ ସଫଳତା ପାଇବେ ।

ଚିତ୍ରା- ଜମିଜମା ବିବାଦ ଜଟିଳ ହୋଇପାରେ । ଛୋଟବଡ ବିବାଦକୁ ଛାଡିଦେଲେ ସବୁ ଦୃଷ୍ଟିରୁ ଆପଣଙ୍କ ପାଇଁ ଅନୁକୂଳ ରହିବ । ମହିଳା ମାନେ ସହଯୋଗର ହାତ ବଢାଇବେ ।

ପ୍ରତିକାର- ଗରିବ ଲୋକଙ୍କୁ ସାହାଯ୍ୟ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :