• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th May 2023: ଏହି ରାଶିର ବ୍ୟକ୍ତି ଆଜି କୋର୍ଟ କଚେରି ମାମଲାରେ ଆଶାଜନକ ଫଳ ପାଇବେ

ସୈାର ବୃଷ ମାସ ଜ୍ୟେଷ୍ଠ ଶୁକ୍ଲପକ୍ଷ । ଇଂରାଜୀରେ ୨୬ ତାରିଖ ଶୁକ୍ରବାର । ଚନ୍ଦ୍ର – କର୍କଟ ରାତ୍ରି ୦୮.୪୯ ଗତେ ସିଂହ ,ତିଥି – ୬ଷ୍ଠୀ ପ୍ରାତଃ ୦୫.୧୯ ଗତେ ୭ମୀ,ଘାତ ଚନ୍ଦ୍ର – ରାତ୍ରି ୦୮.୪୯ ଗତେ କର୍କଟ ଓ ମକର ,ଘାତ ବାର – ବିଛା, ଧନୁ ଓ ମୀନ,ପୁଷ୍କର ଦୋଷ – ପ୍ରାତଃ ୦୫.୧୯ ଗତେ ୧ ପାଦ- ପଶୁସମ୍ପଦ ନାଶ - ଅନ୍ନଦାନ ।

Libra

ତୁଳା

Friday 26 May 2023

ଚିତ୍ରା- ଆକସ୍ମିକ ଦୁର୍ଘଟଣା ଘଟିପାରେ , ତେଣୁ ସାବଧାନ ରୁହନ୍ତୁ । ମନକୁ ସ୍ଥିର କରି ନୂଆ ବ୍ୟବସାୟ ଆରମ୍ଭ କରିବେ । କର୍ମକ୍ଷେତ୍ରରେ ନିଜ ପ୍ରତିଭାର ପ୍ରମାଣ ଦେଇ ଆଗକୁ ବଢିବେ

ସ୍ୱାତୀ- ପିଲାଦିନର ବନ୍ଧୁଙ୍କ ସହୟତା ମିଳିପାରେ । ରାଜନୀତିରେ ସମର୍ଥନ ହ୍ରାସ ପାଇପାରିବେ । ଛାତ୍ରଛାତ୍ରୀ ମାନେ ପଢାରେ ଅବେହଳା କରି ଦୁଃଖ ପ୍ରକାଶ କରିବେ ।

ବିଶାଖା- ଯାନ,ବାହନ କରିବାରେ ଆଗ୍ରହ ବଢିବ । ମହିଳା ମାନେ କୈାଣସି କଥାରେ ମନରେ ବ୍ୟାକୁଳତା ଅନୁଭବ କରିବେ । ରାଜନେତାଙ୍କ ସାହାଯ୍ୟ ସହଯୋଗ ମାଧ୍ୟମରେ ଯଶ ସମ୍ମାନର ଅଧିକାରୀ ହେବେ

ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :