• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th May 2023: ଏହି ରାଶିର ବ୍ୟକ୍ତି ଆଜି କୋର୍ଟ କଚେରି ମାମଲାରେ ଆଶାଜନକ ଫଳ ପାଇବେ

ସୈାର ବୃଷ ମାସ ଜ୍ୟେଷ୍ଠ ଶୁକ୍ଲପକ୍ଷ । ଇଂରାଜୀରେ ୨୬ ତାରିଖ ଶୁକ୍ରବାର । ଚନ୍ଦ୍ର – କର୍କଟ ରାତ୍ରି ୦୮.୪୯ ଗତେ ସିଂହ ,ତିଥି – ୬ଷ୍ଠୀ ପ୍ରାତଃ ୦୫.୧୯ ଗତେ ୭ମୀ,ଘାତ ଚନ୍ଦ୍ର – ରାତ୍ରି ୦୮.୪୯ ଗତେ କର୍କଟ ଓ ମକର ,ଘାତ ବାର – ବିଛା, ଧନୁ ଓ ମୀନ,ପୁଷ୍କର ଦୋଷ – ପ୍ରାତଃ ୦୫.୧୯ ଗତେ ୧ ପାଦ- ପଶୁସମ୍ପଦ ନାଶ - ଅନ୍ନଦାନ ।

Capricorn

ମକର

Friday 26 May 2023

ଉ , ଷାଢା - ଶାରିରୀକ ସମସ୍ୟାରୁ ମୁକ୍ତି ପାଇବେ । ଜୀବନରେ ଉନ୍ନତି ପାଇଁ ନୂଆ ସୁଯୋଗ ପାଇବେ । ଅଫିସରେ ଆପଣଙ୍କ ପାଖରେ କାମ ଅଧିକ ରହିବ

ଶ୍ରବଣା – ମାର୍କେଟିଂ ବିକ୍ରୟ ଯୋଗାଯୋଗରେ ସଫଳତା ପାଇବେ । ସମାଜରେ ପ୍ରତିଷ୍ଠା ବୃଦ୍ଧି ହୋଇପାରେ । କୌଣସି ପୋଗ୍ରାମରେ ଗୀତ ଗାଇବା ପାଇଁ ସୁଯୋଗ ମିଳିପାରେ

ଧନିଷ୍ଠା – ମାଙ୍ଗଳିକ କାର୍ଯ୍ୟ କରିବା ପାଇଁ ବିଚାର କରିବେ । ନୂଆ କଳାକୈାଶଳ ଶିଖିବାକୁ ସୁଯୋଗ ମିଳିବ । ରାଜନୀତିରେ ଥିବା ବ୍ୟକ୍ତି ମାନେ ସଫଳତା ପାଇବେ

ପ୍ରତିକାର – କାଳିଙ୍କ ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :