• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th May 2024: ଏହି ରାଶିର ବ୍ୟକ୍ତିଙ୍କର ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ...

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୨୬ ତାରିଖ ରବିବାର । ଚନ୍ଦ୍ର-ଧନୁ ଅହୋରାତ୍ର । ତିଥି-୩ୟା ସନ୍ଧ୍ୟା ୦୬.୦୬ ଗତେ ୪ର୍ଥୀ । ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର ଅହୋରାତ । ଘାତବାର- ମେଷ ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ।

Aries

ମେଷ

Sunday 26 May 2024

ଧନିଷ୍ଠା – ସ୍ୱାସ୍ଥ୍ୟରେ ଅବନ୍ନତି ଘଟିପାରେ । କର୍ମକ୍ଷେତ୍ରରେ ବିଫଳତା ଦେଖା ଦେଇପାରେ । ହଠାତ କୈାଣସି ଖୁସି ଖବର ପାଇବେ ।

ଶତଭିଷା –  କଥନଶୈଳୀକୁ ପରିବର୍ତ୍ତନ କରିପାରନ୍ତି । ବ୍ୟବସାୟରେ ଆୟ ବୃଦ୍ଧି କରିବେ । ପିଲାମାନେ କୃତିତ୍ୱ ଅର୍ଜନ କରିବେ ।

ପୂ , ଭାଦ୍ରପଦ  – ସଭାସମିତିରେ ସୀମା ଭିତରେ ରହିବା ଭଲ ନତବା ସାଧାରଣ କଥାରେ ମଧ୍ୟ ସମସ୍ୟା ଆସିବ । ଭୂମି ସମନ୍ଧୀୟ ବିବାଦ ସୃଷ୍ଟି ହୋଇପାରେ । ମହିଳା ମାନେ ଦର୍ଶନାଭିଳାଷି ହେବେ ।

ପ୍ରତିକାର – ନୀଳ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :