• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th May 2024: ଏହି ରାଶିର ବ୍ୟକ୍ତିଙ୍କର ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ...

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୨୬ ତାରିଖ ରବିବାର । ଚନ୍ଦ୍ର-ଧନୁ ଅହୋରାତ୍ର । ତିଥି-୩ୟା ସନ୍ଧ୍ୟା ୦୬.୦୬ ଗତେ ୪ର୍ଥୀ । ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର ଅହୋରାତ । ଘାତବାର- ମେଷ ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ।

Cancer

କର୍କଟ

Sunday 26 May 2024

ପୁନର୍ବସୁ- ଆକସ୍ମିକଭାବରେ ଭୁଲ୍ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ସାହାର୍ଯ୍ୟକାରୀ ବ୍ୟକ୍ତିଙ୍କ ସହିତ ପରିଚୟ ହେବ ।  ଛାତ୍ରଛାତ୍ରୀ ମାନେ ଅଧ୍ୟୟନ ପ୍ରତି ଉତ୍ସାର୍ଗୀକୃତ ହୋଇ ଏକାଗ୍ରତ ସହିତ ସବୁକିଛି କରିବେ ।   

ପୁଷ୍ୟା- ପ୍ରଶାସନିକ ସ୍ତରରେ ଅପରାହ୍ନରେ ସମସ୍ୟାର ସମାଧାନ ହୋଇଯିବ। ପାରିବାରିକ ସ୍ତରରେ ଅର୍ଥାଭାବ ଯୋଗୁ ବିଚଳିତ ହୋଇପାରନ୍ତି। ରାଜନୀତିରେ ନାନା ପ୍ରକାର ସମସ୍ୟା ଭିତରେ ଗତି କରିପାରନ୍ତି ।

ଅଶ୍ଲେଷା- ପାରିପାର୍ଶ୍ୱିକ ପରିସ୍ଥିତି ଓ ପରିବେଶ ଆପଣଙ୍କ ପାଇଁ ସୁଖଦ ଅନୁଭୂତି ଆଣିଦେବ। ଜନ ସମାଜରେ ଆଦୃତି ଲାଭ ସାଙ୍ଗକୁ ଯାନବାହନ, ପ୍ରଶାସନ ସକାଶେ ଅନୁକୂଳତା ଅନୁଭବ କରିବେ।

ପ୍ରତିକାର – ମିଠା ଦହି ଖାଇ ଘରୁ ବାହାରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :