• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th May 2024: ଏହି ରାଶିର ବ୍ୟକ୍ତିଙ୍କର ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ...

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୨୬ ତାରିଖ ରବିବାର । ଚନ୍ଦ୍ର-ଧନୁ ଅହୋରାତ୍ର । ତିଥି-୩ୟା ସନ୍ଧ୍ୟା ୦୬.୦୬ ଗତେ ୪ର୍ଥୀ । ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର ଅହୋରାତ । ଘାତବାର- ମେଷ ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ।

Leo

ସିଂହ

Sunday 26 May 2024

ମଘା – ରୋଗ ପୀଡା ପାଇଁ ଚିନ୍ତାରେ ରହିବେ । ବ୍ୟବସାୟରେ କ୍ଷତିରେ ପଡିପାରନ୍ତି । ଘରକାମରେ ଭାଇ-ଭଉଣୀ ମାନେ ସହଯୋଗ କରିବେ ।

ପୂ , ଫାଲଗୁନୀ -  ପତ୍ନୀଙ୍କ ସହ ମନୋମାଳିନ୍ୟ ଦେଖାଦେଇପାରେ । ଅଫିସରେ ଉଚ୍ଚବର୍ଗର ବ୍ୟକ୍ତିବିଶେଷଙ୍କ ଦ୍ୱାରା ସହଯୋଗ ପାଇବେ । ଶିକ୍ଷାର୍ଥୀ ମାନେ ପଢାରେ ଚିନ୍ତିତ ରହିବେ ।

ଉ ,ଫାଲଗୁନୀ –  ଭୁସମ୍ପତି ସମାନ ପରିମାଣରେ ଭାଗ ହୋଇପାରେ । ମହିଳାମାନେ ତରବରିଆ ଭାବେ କୌଣସି କାମ କରନ୍ତୁ ନାହିଁ । ସାମ୍ବାଦିକତା ତଥା କ୍ରୀଡ଼ା କ୍ଷେତ୍ରରେ ସଫଳତା ମିଳିପାରେ।

ପ୍ରତିକାର – ବିଷ୍ଣୁଙ୍କୁ ଲାଲ ମନ୍ଦାର ଦେଇ ଦିନଟି ଆରମ୍ଭ କରନ୍ତୁ ।

ଶୁଭ ରଙ୍ଗ :ବାଇଗଣୀ

ଶୁଭ ସଂଖ୍ୟା :