• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th May 2024: ଏହି ରାଶିର ବ୍ୟକ୍ତିଙ୍କର ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ...

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୨୬ ତାରିଖ ରବିବାର । ଚନ୍ଦ୍ର-ଧନୁ ଅହୋରାତ୍ର । ତିଥି-୩ୟା ସନ୍ଧ୍ୟା ୦୬.୦୬ ଗତେ ୪ର୍ଥୀ । ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର ଅହୋରାତ । ଘାତବାର- ମେଷ ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ।

Libra

ତୁଳା

Sunday 26 May 2024

ଚିତ୍ରା – ସ୍ୱାସ୍ଥ୍ୟ ଭଲ ରହିବ । ଯେଉଁ କାମ କରିବେ ସେଥିରେ ସଫଳତା ହାସଲ କରିବେ । ଦାମ୍ପତି ଜୀବନ ପ୍ରେମପୂର୍ବକ  ବିତିବ ।

ସ୍ୱାତୀ – ବ୍ୟବସାୟରେ ଅନୁକୂଳ ବାତାବରଣ ଆସିବା ସହିତ ଧନ ବୃଦ୍ଧି ହୋଇପାରେ । କର୍ମକ୍ଷେତ୍ରରେ ଏକାଧିକ କାମ ହାତକୁ ନେଇ ବ୍ୟସ୍ତବିବ୍ରତ ହୋଇପାରନ୍ତି ।  ମହିଳା ମାନେ ତିରସ୍କୃତ ହୋଇପାରନ୍ତି ।

ବିଶାଖା – ଭଲ ସମ୍ପର୍କ ନ ଥିବା ଲୋକମାନେ ଅପପ୍ରଚାର କରିପାରନ୍ତି । ରାଜନୀତିରେ ସହାନୁଭୁତି ମିଳିବ । ମହିଳା ମାନେ ଦାମ୍ପତ୍ୟ ସୌଖ ଉପଭୋଗ କରିବେ ।

ପ୍ରତିକାର – ପର୍ଶୁରାମ ଫଟକୁ ପୂଜାର୍ଚ୍ଚନା କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :