• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th May 2024: ଏହି ରାଶିର ବ୍ୟକ୍ତିଙ୍କର ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ...

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୨୬ ତାରିଖ ରବିବାର । ଚନ୍ଦ୍ର-ଧନୁ ଅହୋରାତ୍ର । ତିଥି-୩ୟା ସନ୍ଧ୍ୟା ୦୬.୦୬ ଗତେ ୪ର୍ଥୀ । ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର ଅହୋରାତ । ଘାତବାର- ମେଷ ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ।

Sagittarius

ଧନୁ

Sunday 26 May 2024

ମୂଳା –  ବନ୍ଧୁଗହଣରେ ଦର୍ଶନୀୟ ସ୍ଥାନ ଭ୍ରମଣ କରିପାରନ୍ତି ।  ଚାକିରୀ କ୍ଷେତ୍ରରେ କିଛି ସମସ୍ୟା ଦେଖାଦେବ । ଖାଦ୍ୟ, ପ୍ରତି ସଜାଗ ରୁହନ୍ତୁ ।

ପୂ , ଷାଢା – ବୈବାହିକ କର୍ମ ସକାଶେ ପୁତ୍ରକନ୍ୟାଙ୍କ ହେତୁକ କେତେକ ସମସ୍ୟାକୁ ନେଇ ଚିନ୍ତିତ ହେବେ । ଅର୍ଜିତ ଧନ ଓ ମାନ ହରାଇବେ । ପିଲାମାନେ ସାଧାରଣ ଭାବେ ଉନ୍ନତି କରିବେ ।

ଉ , ଷାଢା – କୌଣସି ଘଟଣାରେ ସପୃକ୍ତ ହୋଇପାରନ୍ତି । ମହିଳା ମାନେ କୈାଣସି ଅଜଣା  ବିପଦରେ ପଡି ପାରନ୍ତି । ନୂତନ ଯାନବାହନ କିମ୍ବା ଗୃହୋପକରଣ କିଣିବାକୁ ମନ ବଳାଇ ପାରନ୍ତି।

ପ୍ରତିକାର – ତାରାଙ୍କର ପୂଜାର୍ଚ୍ଚନା କରନ୍ତୁ ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :