• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th Nov 2022: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ କର୍ମ ନିଯୁକ୍ତିର ଯୋଗ ରହିଛି

ସୈାର ବିଛା ମାସ ମାର୍ଗଶିର ଶୁକ୍ଲପକ୍ଷ । ଇଂରାଜୀରେ ୨୬ ତାରିଖ ଶନିବାର । ଚନ୍ଦ୍ର – ଧନୁ ଅହୋରାତ୍ର, ତିଥି- ୩ୟା ସନ୍ଧ୍ୟା ୦୭/୨୮ ଗତେ ୪ର୍ଥୀ, ଘାତ ଚନ୍ଦ୍ର- ତୁଳା ଓ କୁମ୍ଭ ଅହୋରାତ୍ର, ଘାତ ବାର – ବୃଷ, ସିଂହ ଓ କନ୍ୟା, ପୁଷ୍କର ଦୋଷ – ୧ ପାଦ - କୃଷିହାନି- ଭୂମିଦାନ

Aries

ମେଷ

Saturday 26 Nov 2022

ଅଶ୍ୱନୀ – ଗୃହରେ କୈାଣସି ବ୍ୟକ୍ତିଙ୍କ ଠାରୁ ସୁଖ ସୁମ୍ବାଦ ପାଇବେ । କର୍ମକ୍ଷେତ୍ରରେ ପରିଶ୍ରମର ଭଲ ପରିମାଣ ପାଇବା ସହିତ ଉଚ୍ଚପଦ ପଦବୀ ପାଇବାରେ ସଫଳ ହେବେ ।

ଦ୍ୱିଜା – ବ୍ୟବସାୟ କ୍ଷେତ୍ରରେ ନିବେଶ କରିଲେ ଉନ୍ନତି ହେବା ସହ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ବିଦ୍ୟାର୍ଥୀ ମାନେ ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ ଜାରି ରଖିବା ଜରୁରୀ ଅଟେ ।

କୃତିକା – ଆୟର ଯଥେଷ୍ଟ ଅର୍ଥ ସାମାଜିକ ଏବଂ ଶୁଭକାର୍ଯ୍ୟରେ ଖର୍ଚ୍ଚ କରି ପାରନ୍ତି । ଉଚ୍ଚସ୍ତରୀୟ ଯାନବାହନ କ୍ରୟ କରିବାର ସୁବିଧା ପାଇବେ ।

ପ୍ରତିକାର - ଅଟାରେ ଚିନି ମିଶାଇ ରୁଟି ତିଆରି କରି ଲାଲ୍ କୁକୁରକୁ ଖାଇବାକୁ ଦିଅନ୍ତୁ ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :