• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th Nov 2022: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ କର୍ମ ନିଯୁକ୍ତିର ଯୋଗ ରହିଛି

ସୈାର ବିଛା ମାସ ମାର୍ଗଶିର ଶୁକ୍ଲପକ୍ଷ । ଇଂରାଜୀରେ ୨୬ ତାରିଖ ଶନିବାର । ଚନ୍ଦ୍ର – ଧନୁ ଅହୋରାତ୍ର, ତିଥି- ୩ୟା ସନ୍ଧ୍ୟା ୦୭/୨୮ ଗତେ ୪ର୍ଥୀ, ଘାତ ଚନ୍ଦ୍ର- ତୁଳା ଓ କୁମ୍ଭ ଅହୋରାତ୍ର, ଘାତ ବାର – ବୃଷ, ସିଂହ ଓ କନ୍ୟା, ପୁଷ୍କର ଦୋଷ – ୧ ପାଦ - କୃଷିହାନି- ଭୂମିଦାନ

Taurus

ବୃଷ

Saturday 26 Nov 2022

କୃତିକା - ଚାକିରୀ ଖୋଜୁଥିବା ବ୍ୟକ୍ତିମାନଙ୍କୁ ନିଜର ଚେଷ୍ଟା ଓ ପରିଶ୍ରମର ପରିମାଣ ମିଳିବ । ଛୋଟ ଛୋଟ କଥାକୁ ନେଇ ପ୍ରେମି ଯୁଗଳଙ୍କ ମଧ୍ୟରେ ମତାନ୍ତର ହୋଇପାରେ ।

ରୋହିଣୀ – ସମ୍ପର୍କୀୟ ବନ୍ଧୁଙ୍କ ସାହାର୍ଯ୍ୟ ସହଯୋଗରେ ସ୍ଥଗିତ ଥିବା କର୍ମ ସହଜ ସରଳରେ ପୂର୍ଣ୍ଣ ହେବ । ସମାଜ କଲ୍ୟାଣ, ମନ୍ଦିର ମାନଙ୍କରେ ଯୋଗଦାନ କରି ପ୍ରଂଶସିତ ହେବେ ।

ମୃଗଶିରା – ଜମିବାଡି ସମସ୍ୟାର ସି୍ଥତି ଆପଣଙ୍କ ସପକ୍ଷରେ ରହିବ । ବିଦ୍ୟାର୍ଥୀ ମାନେ ପ୍ରତିଦ୍ୱନ୍ଦିତାରେ ସଫଳ ହେବା ପାଇଁ ଚେଷ୍ଟା କରିବେ ।

ପ୍ରତିକାର – ନାଲି ରଙ୍ଗର ଗାଇକୁ ଖାଇବାକୁ ଦିଅନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :