• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th Nov 2022: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ କର୍ମ ନିଯୁକ୍ତିର ଯୋଗ ରହିଛି

ସୈାର ବିଛା ମାସ ମାର୍ଗଶିର ଶୁକ୍ଲପକ୍ଷ । ଇଂରାଜୀରେ ୨୬ ତାରିଖ ଶନିବାର । ଚନ୍ଦ୍ର – ଧନୁ ଅହୋରାତ୍ର, ତିଥି- ୩ୟା ସନ୍ଧ୍ୟା ୦୭/୨୮ ଗତେ ୪ର୍ଥୀ, ଘାତ ଚନ୍ଦ୍ର- ତୁଳା ଓ କୁମ୍ଭ ଅହୋରାତ୍ର, ଘାତ ବାର – ବୃଷ, ସିଂହ ଓ କନ୍ୟା, ପୁଷ୍କର ଦୋଷ – ୧ ପାଦ - କୃଷିହାନି- ଭୂମିଦାନ

Aquarius

କୁମ୍ଭ

Saturday 26 Nov 2022

ଧନିଷ୍ଠା – ସପଂର୍କୀୟ ମାନଙ୍କ ସହିତ ବନ୍ଧୁତା ସ୍ୱତରେ ଆବଦ୍ଧ ହୋଇ ପାରନ୍ତି । ସୁଖ, ସମୃଦ୍ଧି ବଢିବ , ମହିଳା ମାନେ ସମ୍ମାନୀୟ ହେବେ । ନୂଆ କାମରେ ଭାଗ୍ୟ ସାଥ୍ ଦେଇପାରେ ।

ଶତଭିଷା – ଚାକିରିରେ ନିଜକୁ ସଂଯତ ରଖି ଚଳିଲେ ଭଲ । ଗଣମାଧ୍ୟମରେ କର୍ମଚାରୀଙ୍କ ଲାଗି ଦିନଟି ଭଲ ରହିବ।

ପୂ , ଭାଦ୍ରପଦ – ପରିବହନ, ବାଣିଜ୍ୟରେ ଆଶିଂକ ମନ୍ଦା ଦେଖାଦେବ । କ୍ୟାରିୟରରେ ନୂଆ କିର୍ତୀମାନ ସ୍ଥାପନ କରିବେ।

ପ୍ରତିକାର – ହନୁମାନ ଚାଳିଶା ପାଠ କରନ୍ତୁ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :