ସୈାର ବିଛା ମାସ ମାର୍ଗଶିର ଶୁକ୍ଲପକ୍ଷ । ଇଂରାଜୀରେ ୨୬ ତାରିଖ ଶନିବାର । ଚନ୍ଦ୍ର – ଧନୁ ଅହୋରାତ୍ର, ତିଥି- ୩ୟା ସନ୍ଧ୍ୟା ୦୭/୨୮ ଗତେ ୪ର୍ଥୀ, ଘାତ ଚନ୍ଦ୍ର- ତୁଳା ଓ କୁମ୍ଭ ଅହୋରାତ୍ର, ଘାତ ବାର – ବୃଷ, ସିଂହ ଓ କନ୍ୟା, ପୁଷ୍କର ଦୋଷ – ୧ ପାଦ - କୃଷିହାନି- ଭୂମିଦାନ
ପୂ , ଭାଦ୍ରପଦ - ନିଜ ଲୋକଙ୍କୁ ବୃଥା ସନ୍ଦେହ କରି ନିଜେ ହିଁ କ୍ଷତିରେ ପଡିବେ । ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି।
ଉ , ଭଦ୍ରପଦ - ଅଫିସରେ କରିଥିବା କାମର ଶ୍ରେୟ କାହାରିକୁ ଦିଅନ୍ତୁ ନାହିଁ । ଜୀବନରେ ନୂଆ ସଂକେତ ମିଳିପାରେ।
ରେବତୀ – ବିବାହିତ ସମ୍ବନ୍ଧୀୟ କଥାବାର୍ତା ବେଳେ ସଂଯମ ରଖନ୍ତୁ । ଘରକୁ ଜିନିଷ କିଣି ଅଧିକ ପଇସା ଖର୍ଚ୍ଚ କରିପାରନ୍ତି।
ପ୍ରତିକାର – ବିଷ୍ଣୁଙ୍କ ପୂଜା ପାଠ କରନ୍ତୁ।
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩