• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th Nov 2022: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ କର୍ମ ନିଯୁକ୍ତିର ଯୋଗ ରହିଛି

ସୈାର ବିଛା ମାସ ମାର୍ଗଶିର ଶୁକ୍ଲପକ୍ଷ । ଇଂରାଜୀରେ ୨୬ ତାରିଖ ଶନିବାର । ଚନ୍ଦ୍ର – ଧନୁ ଅହୋରାତ୍ର, ତିଥି- ୩ୟା ସନ୍ଧ୍ୟା ୦୭/୨୮ ଗତେ ୪ର୍ଥୀ, ଘାତ ଚନ୍ଦ୍ର- ତୁଳା ଓ କୁମ୍ଭ ଅହୋରାତ୍ର, ଘାତ ବାର – ବୃଷ, ସିଂହ ଓ କନ୍ୟା, ପୁଷ୍କର ଦୋଷ – ୧ ପାଦ - କୃଷିହାନି- ଭୂମିଦାନ

Gemini

ମିଥୁନ

Saturday 26 Nov 2022

ମୃଗଶିରା - ଅଚିହ୍ନା ଲୋକଙ୍କ ଠାରୁ ସାହାର୍ଯ୍ୟ ପାଇବେ । ପୁରାତନ ଜିନିଷ ଓ ଗହଣା ଉପରେ ନିବେଶ କଲେ ବହୁତ ଲାଭ ଓ ଉନ୍ନତି ହୋଇପାରେ । ଚଳଚିତ୍ର କ୍ଷେତ୍ରରେ ସମସ୍ୟା ଦେଖାଦେବ ।

ଆଦ୍ରା - ପଛ କଥା ପଛରେ ପକାଇ ଏହି ସମୟର ସଦୁପଯୋଗ କରିପାରିଲେ ଭଲ । ମନରେ ସାହସ ବାନ୍ଧି କୈାଣସି କାମ ଆରମ୍ଭ କରି ପାରିଲେ ଅବଶ୍ୟ ସଫଳତା ପାଇବେ ।

ପୁନର୍ବସୁ - ମାଲିମକଦ୍ଦମା ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ । ରାଜନୀତିରେ କୈାଣସି କାମକୁ ହାତକୁ ନେବେ।

ପ୍ରତିକାର – ତ୍ରିପୁରା ସୁନ୍ଦରିଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :