• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th Nov 2022: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ କର୍ମ ନିଯୁକ୍ତିର ଯୋଗ ରହିଛି

ସୈାର ବିଛା ମାସ ମାର୍ଗଶିର ଶୁକ୍ଲପକ୍ଷ । ଇଂରାଜୀରେ ୨୬ ତାରିଖ ଶନିବାର । ଚନ୍ଦ୍ର – ଧନୁ ଅହୋରାତ୍ର, ତିଥି- ୩ୟା ସନ୍ଧ୍ୟା ୦୭/୨୮ ଗତେ ୪ର୍ଥୀ, ଘାତ ଚନ୍ଦ୍ର- ତୁଳା ଓ କୁମ୍ଭ ଅହୋରାତ୍ର, ଘାତ ବାର – ବୃଷ, ସିଂହ ଓ କନ୍ୟା, ପୁଷ୍କର ଦୋଷ – ୧ ପାଦ - କୃଷିହାନି- ଭୂମିଦାନ

Cancer

କର୍କଟ

Saturday 26 Nov 2022

ପୁନର୍ବସୁ - ସ୍ୱାସ୍ଥ୍ୟ ପୂର୍ବ ଅପେକ୍ଷା ଭଲ ରହିବ । ନିଜର ମନ ଅନୁସାରେ କର୍ମ କ୍ଷେତ୍ରରେ ସ୍ୱାଧିନତା ପାଇବେ । ପାରିବାରିକ ଜୀବନରେ ସନ୍ତୁଳତା ରକ୍ଷା କରିବେ ।

ପୁଷ୍ୟା – ସନ୍ତାନ ମାନଙ୍କ ସାଫଲ୍ୟ ମନରେ ଖୁସି ଆଣିଦେବ । ରାଜନୀତିରେ ନାନା ପ୍ରକାର ସମସ୍ୟା ଭିତରେ ଗତି କରିପାରନ୍ତି । ବାଣିଜ୍ୟ ବ୍ୟବସାୟରେ ସ୍ଥିର ଅବସ୍ଥା ଲାଗି ରହିବ ।

ଅଶ୍ଳେଷା - ଗୃହିଣୀ ମାନଙ୍କ ପାଇଁ ଦିନଟି ମିଶ୍ରିତ ରହିବ । ସାହାର୍ଯ୍ୟ କାରୀ ବ୍ୟକ୍ତିଙ୍କ ସହିତ ପରିଚୟ ହେବ ।

ପ୍ରତିକାର – ଧଳା କପଡାରେ କିଛି ଅରୁଆ ଚାଉଳ ଓ ମିଶିରିରେ ମିଶାଇ ଜଳରେ ଭସାଇ ଦିଅନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :