• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th Nov 2022: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ କର୍ମ ନିଯୁକ୍ତିର ଯୋଗ ରହିଛି

ସୈାର ବିଛା ମାସ ମାର୍ଗଶିର ଶୁକ୍ଲପକ୍ଷ । ଇଂରାଜୀରେ ୨୬ ତାରିଖ ଶନିବାର । ଚନ୍ଦ୍ର – ଧନୁ ଅହୋରାତ୍ର, ତିଥି- ୩ୟା ସନ୍ଧ୍ୟା ୦୭/୨୮ ଗତେ ୪ର୍ଥୀ, ଘାତ ଚନ୍ଦ୍ର- ତୁଳା ଓ କୁମ୍ଭ ଅହୋରାତ୍ର, ଘାତ ବାର – ବୃଷ, ସିଂହ ଓ କନ୍ୟା, ପୁଷ୍କର ଦୋଷ – ୧ ପାଦ - କୃଷିହାନି- ଭୂମିଦାନ

Leo

ସିଂହ

Saturday 26 Nov 2022

ମଘା – ସ୍ୱାର୍ଥପରତା ଯୋଗୁ ଅନେକ ବନ୍ଧୁ ଆପଣଙ୍କ ଠାରୁ ଦୂରେଇ ଯିବେ । ସାମୟିକ ଭାବରେ ଶାରିରୀକ ଅସୁସ୍ଥତା ଦେଖା ଦେଇପାରେ । ପରିବହନ, ଓ ଶିଳ୍ପ କ୍ଷେତ୍ରରେ ଲାଭବାନ ହେବେ ।

ପୂ , ଫାଲଗୁନୀ - ଶିକ୍ଷାତ୍ରୀମାନେ ଦେଇଥିବା ପରିକ୍ଷାରେ କୃତକାର୍ଯ୍ୟ ହେବେ । କର୍ମକ୍ଷେତ୍ରରେ ଅହେତୁକ ବିଳମ୍ବ ଘଟିବ, ଶତୃମାନଙ୍କ ଉପଦ୍ରବ ବୃଦ୍ଧି ପାଇବ ।

ଉ ,ଫାଲଗୁନୀ – ସାମାଜିକ ଗତିବିଧିରେ ସକ୍ରିୟ ଭୂମିକା ନିର୍ବାହ କରିବେ । ବ୍ୟବସାୟରେ ଉତରୋତର ଉନ୍ନତି ରହିବ ।

ପ୍ରତିକାର – ଶ୍ରୀ ରାମଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :