• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th Nov 2022: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ କର୍ମ ନିଯୁକ୍ତିର ଯୋଗ ରହିଛି

ସୈାର ବିଛା ମାସ ମାର୍ଗଶିର ଶୁକ୍ଲପକ୍ଷ । ଇଂରାଜୀରେ ୨୬ ତାରିଖ ଶନିବାର । ଚନ୍ଦ୍ର – ଧନୁ ଅହୋରାତ୍ର, ତିଥି- ୩ୟା ସନ୍ଧ୍ୟା ୦୭/୨୮ ଗତେ ୪ର୍ଥୀ, ଘାତ ଚନ୍ଦ୍ର- ତୁଳା ଓ କୁମ୍ଭ ଅହୋରାତ୍ର, ଘାତ ବାର – ବୃଷ, ସିଂହ ଓ କନ୍ୟା, ପୁଷ୍କର ଦୋଷ – ୧ ପାଦ - କୃଷିହାନି- ଭୂମିଦାନ

Virgo

କନ୍ୟା

Saturday 26 Nov 2022

ଉ , ଫାଲଗୁନୀ – ପରିବାର ସହିତ ଧାର୍ମିକ ସ୍ଥାନକୁ ଯାଇ ପାରନ୍ତି । କାର୍ଯ୍ୟ ଆରମ୍ଭରେ ପ୍ରତିବନ୍ଧକ ଆସିପାରେ ।

ହସ୍ତା – ଗଣମାଧ୍ୟମ କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତିଙ୍କର ପ୍ରଗତି ହେବ । ଚାକିରିରେ ଅପଦସ୍ତ ହୋଇପାରନ୍ତି ।

ଚିତ୍ରା – ନୂଆ ବାହାନ କିଣିବାର ଆଶା ପୂରଣ ହୋଇପାରେ । ଆପଣଙ୍କ ସକାରତ୍ମକ ବିଚାରରେ ଲୋକ ପ୍ରଭାବିତ ହେବେ।

ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କର ପୂଜାପାଠ କରନ୍ତୁ ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :