• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th Nov 2022: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ କର୍ମ ନିଯୁକ୍ତିର ଯୋଗ ରହିଛି

ସୈାର ବିଛା ମାସ ମାର୍ଗଶିର ଶୁକ୍ଲପକ୍ଷ । ଇଂରାଜୀରେ ୨୬ ତାରିଖ ଶନିବାର । ଚନ୍ଦ୍ର – ଧନୁ ଅହୋରାତ୍ର, ତିଥି- ୩ୟା ସନ୍ଧ୍ୟା ୦୭/୨୮ ଗତେ ୪ର୍ଥୀ, ଘାତ ଚନ୍ଦ୍ର- ତୁଳା ଓ କୁମ୍ଭ ଅହୋରାତ୍ର, ଘାତ ବାର – ବୃଷ, ସିଂହ ଓ କନ୍ୟା, ପୁଷ୍କର ଦୋଷ – ୧ ପାଦ - କୃଷିହାନି- ଭୂମିଦାନ

Scorpio

ବିଛା

Saturday 26 Nov 2022

ବିଶାଖା – ଜୀବନସାଥିଙ୍କ ସହିତ ମଧୁର ସମ୍ବନ୍ଧ ରହିବ । ବିଦ୍ୟାର୍ଥି ମାନେ ଏକାଗ୍ରତା ରକ୍ଷା କରିବେ । ବ୍ୟବସାୟରେ ଲାଭପ୍ରଦ ହେବେ ଓ ସୈଖିନ ଦ୍ରବ୍ୟ ସଂଗ୍ରହ କରିବେ ।

ଅନୁରାଧା – ଦୁର୍ବଳତା ଯୋଗୁ କାମ କରିବାରେ ଆଗ୍ରହ ପ୍ରକାଶ କରିବେ ନାହିଁ । କୃଷି କ୍ଷେତ୍ରରେ ଫସଲ ହାନି ଘଟିପାରେ । ଦୂର ଯାତ୍ରାରେ ଲକ୍ଷଣ ପୂରଣ କରିପାରନ୍ତି ।

ଜ୍ୟେଷ୍ଠା – ଅଯଥା ବିବାଦ ଭିତରକୁ ଟାଣି ହୋଇ ଯାଇପାରନ୍ତି । ଯେଉଁ କାର୍ଯ୍ୟ କରିବେ ତାହା ଅପ୍ରିୟକର ହୋଇପାରେ ।

ପ୍ରତିକାର – ନୃସିଂହଙ୍କର ପୂଜାର୍ଚ୍ଚନା କରନ୍ତୁ ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :