• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th Nov 2022: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ କର୍ମ ନିଯୁକ୍ତିର ଯୋଗ ରହିଛି

ସୈାର ବିଛା ମାସ ମାର୍ଗଶିର ଶୁକ୍ଲପକ୍ଷ । ଇଂରାଜୀରେ ୨୬ ତାରିଖ ଶନିବାର । ଚନ୍ଦ୍ର – ଧନୁ ଅହୋରାତ୍ର, ତିଥି- ୩ୟା ସନ୍ଧ୍ୟା ୦୭/୨୮ ଗତେ ୪ର୍ଥୀ, ଘାତ ଚନ୍ଦ୍ର- ତୁଳା ଓ କୁମ୍ଭ ଅହୋରାତ୍ର, ଘାତ ବାର – ବୃଷ, ସିଂହ ଓ କନ୍ୟା, ପୁଷ୍କର ଦୋଷ – ୧ ପାଦ - କୃଷିହାନି- ଭୂମିଦାନ

Sagittarius

ଧନୁ

Saturday 26 Nov 2022

ମୂଳା – ବାରମ୍ବାର ଅସଫଳତା କାରଣ ଖୋଜିବାକୁ ଯାଇ ମାନସିକ ଦ୍ୱନ୍ଦରେ ପଡିପାରନ୍ତି । ବ୍ୟବସାୟ, ବାଣିଜ୍ୟରେ ସ୍ଥିର ଅବସ୍ଥା ଲାଗି ରହିବ।

ପୂ , ଷାଢା – ଗୁରୁଜନ ମାନଙ୍କ ସହିତ ମତାନ୍ତର ହୋଇପାରେ । ରାଜନୀତିରେ ନୂତନ ସମସ୍ୟାରେ ପୀଡିତ ହେବେ ।

ଉ , ଷାଢା – ମାଲିମକନ୍ଦମାର ଶୁଣାଣି ଆପଣଙ୍କ ବିପକ୍ଷରେ ଯିବା ସହିତ ଦଣ୍ଡବିଧାନ ହୋଇ ନଥାଏ । ଅନ୍ୟ ମାନଙ୍କୁ ଭାବିଚିନ୍ତି କଥା କୁହନ୍ତୁ।

ପ୍ରତିକାର – ବ୍ରାହ୍ମଣଙ୍କର ସେବା କରି ତାଙ୍କୁ କିଛି ଦ୍ରବ୍ୟ ଦାନ କରନ୍ତୁ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :