ସୈାର ବିଛା ମାସ ମାର୍ଗଶିର ଶୁକ୍ଲପକ୍ଷ । ଇଂରାଜୀରେ ୨୬ ତାରିଖ ଶନିବାର । ଚନ୍ଦ୍ର – ଧନୁ ଅହୋରାତ୍ର, ତିଥି- ୩ୟା ସନ୍ଧ୍ୟା ୦୭/୨୮ ଗତେ ୪ର୍ଥୀ, ଘାତ ଚନ୍ଦ୍ର- ତୁଳା ଓ କୁମ୍ଭ ଅହୋରାତ୍ର, ଘାତ ବାର – ବୃଷ, ସିଂହ ଓ କନ୍ୟା, ପୁଷ୍କର ଦୋଷ – ୧ ପାଦ - କୃଷିହାନି- ଭୂମିଦାନ
ଉ , ଷାଢା - ପୁରାତନ ରୋଗରୁ ଉପଶମ ମିଳିବ । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ବ୍ୟବସାୟ ପଥ ସୁଗମ ହେବ , ଆୟ ଅବ୍ୟହତ ହେବ।
ଶ୍ରବଣା – କର୍ମ କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିବେ । ସାମାଜିକ ସହଯୋଗ ଲାଭ କରିବେ । ପିଲାମାନେ ଅସୁସ୍ଥତା ବଶତଃ କର୍ତବ୍ୟରେ ତ୍ରୁଟି କରିପାରନ୍ତି।
ଧନିଷ୍ଠା – ରାଜନୀତିରେ ଚାପରେ ଗତିକରିବେ । ପଡି ରହିଥିବା ପୁରୁଣା ଧନ ଲାଭ କରିପାରନ୍ତି।
ପ୍ରତିକାର – ମା ଶାରଳାଙ୍କ ଆରଧନା କରନ୍ତୁ।
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮