• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th Nov 2023: ଦୃଢ଼ ମନୋବଳ ନେଇ କାମ କରିବାର ସୁଯୋଗ ପାଇବେ...

ସୈାର ବିଛା ମାସ  କାର୍ତ୍ତିକ ଶୁକ୍ଳପକ୍ଷ । ଇଂରାଜୀରେ ୨୬ ତାରିଖ ରବିବାର ଚନ୍ଦ୍ର-  ମେଷ ରାତ୍ରି ୦୭.୫୬ ଗତେ ବୃଷ ତିଥି-  ୧୪ଶୀ ଦିବା ୦୩.୫୩ ଗତେ ପୂର୍ଣ୍ଣିମା ଘାତଚନ୍ଦ୍ର-  ମେଷ ରାଶିର, ରାତ୍ରି ୦୭.୫୬ ଗତେ ବିଛା ରାଶିର ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ଦିବା ୦୨.୦୫ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଛନ ଦାନ

Taurus

ବୃଷ

Sunday 26 Nov 2023

କୃତିକା- ପ୍ରେମ ବଢ଼ିବା ଏବଂ ପରସ୍ପର ପ୍ରତି ଉତ୍ସର୍ଗୀକୃତ ଭାବନା ସୃଷ୍ଟି ହେବ । ସାମାଜିକ କ୍ଷେତ୍ରରେ ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ । ଅନ୍ୟମନସ୍କ ହେତୁ କେତେକ ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ

ରୋହିଣୀ- ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶାନୁରୂପ ଫଳ ପାଇ ଖୁସି ହେବେ । ଆତ୍ମୀୟସ୍ୱଜନଙ୍କ ଆରୋଗ୍ୟ ପାଇଁ ଚିନ୍ତା ବଢ଼ିପାରେ। ସଭାସମିତିରେ ଯୋଗ ଦେଇ ଲାଭବାନ ହେବେ ଓ ସମ୍ମାନ,ପ୍ରତିଷ୍ଠା ପାଇବେ

ମୃଗଶିରା- ପ୍ରଶାସନିକ ସ୍ତରରେ ସମସ୍ୟା ବୃଦ୍ଧି ପାଇବ । ଗୃହ ନିର୍ମାଣ, ଯାନ ମରାମତିରୁ ଖୁସି ରହିବେ । କାର‌୍ୟ୍ୟକୁଶଳତା ହେତୁ ମାନସିକ ସ୍ଥିତି ଭଲ ରହିବ । ମନ କଥା ମନରେ ରଖି କାମ ହାସଲ କରିବେ।

ପ୍ରତିକାର- ମାଛକୁ ମଇଦା ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :

VASTU TIPS