• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th Nov 2023: ଦୃଢ଼ ମନୋବଳ ନେଇ କାମ କରିବାର ସୁଯୋଗ ପାଇବେ...

ସୈାର ବିଛା ମାସ  କାର୍ତ୍ତିକ ଶୁକ୍ଳପକ୍ଷ । ଇଂରାଜୀରେ ୨୬ ତାରିଖ ରବିବାର ଚନ୍ଦ୍ର-  ମେଷ ରାତ୍ରି ୦୭.୫୬ ଗତେ ବୃଷ ତିଥି-  ୧୪ଶୀ ଦିବା ୦୩.୫୩ ଗତେ ପୂର୍ଣ୍ଣିମା ଘାତଚନ୍ଦ୍ର-  ମେଷ ରାଶିର, ରାତ୍ରି ୦୭.୫୬ ଗତେ ବିଛା ରାଶିର ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ଦିବା ୦୨.୦୫ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଛନ ଦାନ

Aquarius

କୁମ୍ଭ

Sunday 26 Nov 2023

ଧନିଷ୍ଠା- ପାରିବାରିକ କ୍ଷେତ୍ରରେ କେତେକ ବ୍ୟତିକ୍ରମ ପରିଲକ୍ଷିତ ହେବ । ଚେଷ୍ଟା କରୁଥିବା କାମ ପ୍ରତିବନ୍ଧକ ମଧ୍ୟରେ ଅଟକି ରହିପାରେ । ବନ୍ଧୁଙ୍କ ନିମନ୍ତ୍ରଣ ପାଇ ହଠାତ୍ ଦୂର ଯାତ୍ରା କରିବା ପାଇଁ ମନ ବଳାଇବେ

ଶତଭିଷା- ପରିସ୍ଥିତିବଶତଃ ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ। ସଭାସମିତି କ୍ଷେତ୍ରରେ ଆଶାତୀତ ସଫଳତା ହାସଲ କରିବେ । ଆପଣ ଚାହୁଁଥିବା କାର୍ଯ୍ୟଗୁଡିକୁ ଆପଣ ସମ୍ପୂର୍ଣ୍ଣ କରିବାକୁ ସମର୍ଥ ହେବେ ।

ପୂ,ଭାଦ୍ରପଦ- ଆପଣ ଅଧ୍ୟୟନ କରିବାକୁ ବହୁତ ଆଗ୍ରହୀ ହେବେ । ଆପଣଙ୍କ ସକାରତ୍ମକ ବିଚାରରେ ଲୋକ ପ୍ରଭାବିତ ହେବେ । କୋର୍ଟ ମାମଲାରେ ବିଜୟ ଲାଭ କରିବେ

ପ୍ରତିକାର- ଦକ୍ଷିଣ କାଳୀଙ୍କ ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :

VASTU TIPS