• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th Nov 2023: ଦୃଢ଼ ମନୋବଳ ନେଇ କାମ କରିବାର ସୁଯୋଗ ପାଇବେ...

ସୈାର ବିଛା ମାସ  କାର୍ତ୍ତିକ ଶୁକ୍ଳପକ୍ଷ । ଇଂରାଜୀରେ ୨୬ ତାରିଖ ରବିବାର ଚନ୍ଦ୍ର-  ମେଷ ରାତ୍ରି ୦୭.୫୬ ଗତେ ବୃଷ ତିଥି-  ୧୪ଶୀ ଦିବା ୦୩.୫୩ ଗତେ ପୂର୍ଣ୍ଣିମା ଘାତଚନ୍ଦ୍ର-  ମେଷ ରାଶିର, ରାତ୍ରି ୦୭.୫୬ ଗତେ ବିଛା ରାଶିର ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ଦିବା ୦୨.୦୫ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଛନ ଦାନ

Pisces

ମୀନ

Sunday 26 Nov 2023

ପୂ,ଭାଦ୍ରପଦ- ଦାମ୍ପତ୍ୟ ଜୀବନ ପୂର୍ବ ଅପେକ୍ଷା ଭଲ ରହିବ । ପରିବାର ଓ ପ୍ରତ୍ୟେକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ । କର୍ମକ୍ଷେତ୍ରରେ ଅପୂର୍ବ ସାହସିକତା ପ୍ରଦର୍ଶନ କରି ଉଚ୍ଚ ପ୍ରଶଂସିତ ହୋଇ ପାରନ୍ତି

ଉ,ଭାଦ୍ରପଦ- ବ୍ୟବସାୟିକ ଦିଗଟି ଭଲ ରହିଲେ ମଧ୍ୟ ପାରିବାରିକ ସ୍ଥିତି ଭଲ ରହିବ ନାହିଁ । କର୍ମକ୍ଷେତ୍ରରେ ଇଚ୍ଛା ବିରୋଧରେ କୌଣସି କାମ କରି ଅନୁତାପ କରିବାକୁ ପଡ଼ିପାରେ

ରେବତୀ- ସମସ୍ୟା ରହିଥିଲେ ମଧ୍ୟ କାମ ହାସଲ ପାଇଁ ପ୍ରତିବନ୍ଧକ ସାଜିବ ନାହିଁ। ମାଲିମକଦ୍ଦମାରେ ବିଜୟ ଓ ଶତ୍ରୁଙ୍କୁ ପରାସ୍ତ କରିବାରେ ସହାୟକ ହେବେ । ଅର୍ଥନୈତିକ ପ୍ରଗତି ମାନସିକ ସ୍ଥିତିକୁ ଦୃଢ଼ୀଭୂତ କରିବ

ପ୍ରତିକାର- ବ୍ରାହ୍ମଣକୁ ବସ୍ତ୍ର ଦାନ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :

VASTU TIPS