ସୈାର ବିଛା ମାସ କାର୍ତ୍ତିକ ଶୁକ୍ଳପକ୍ଷ । ଇଂରାଜୀରେ ୨୬ ତାରିଖ ରବିବାର ଚନ୍ଦ୍ର- ମେଷ ରାତ୍ରି ୦୭.୫୬ ଗତେ ବୃଷ ତିଥି- ୧୪ଶୀ ଦିବା ୦୩.୫୩ ଗତେ ପୂର୍ଣ୍ଣିମା ଘାତଚନ୍ଦ୍ର- ମେଷ ରାଶିର, ରାତ୍ରି ୦୭.୫୬ ଗତେ ବିଛା ରାଶିର ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ଦିବା ୦୨.୦୫ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଛନ ଦାନ
ମୃଗଶିରା- ପରିବାରରେ କାହାର ସ୍ୱାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ନଷ୍ଟ ହୋଇପାରେ। କର୍ମକ୍ଷେତ୍ରରେ ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ । ପ୍ରତ୍ୟେକ ପରିସ୍ଥିତିରେ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବା ପାଇଁ ସମର୍ଥ ହେବେ
ଆଦ୍ରା- ରାଜନୀତିରେ କୈାଣସି କାମକୁ ହାତକୁ ନେବେ । ଘରେ ଚାଲୁଥିବା ମତଭେଦ ମାନସିକ ଚାପ ଦେଇପାରେ । ମହିଳା ମାନେ ଇଶ୍ୱର ବିଶ୍ୱାସି ହେବେ
ପୁନର୍ବସୁ- ବହୁ ଦିନର ଆଶା ପୂରଣ କାରଣରୁ ମନ ଉତ୍ଫୁଲ୍ଲିତ ରହିବ। ଜମିଜମା କିମ୍ବା ଗୃହସୀମାକୁ କେନ୍ଦ୍ରକରି ରହିଥିବା ବିବାଦରୁ ମୁକ୍ତି ମିଳିବ । ନିଜକୁ ଧର୍ମକାର୍ୟ୍ୟରେ ନିୟୋଜିତ କରିପାରନ୍ତି
ପ୍ରତିକାର- ଶ୍ରୀ ରାମଙ୍କ ରକ୍ଷା ସ୍ତୋତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫