• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th Nov 2023: ଦୃଢ଼ ମନୋବଳ ନେଇ କାମ କରିବାର ସୁଯୋଗ ପାଇବେ...

ସୈାର ବିଛା ମାସ  କାର୍ତ୍ତିକ ଶୁକ୍ଳପକ୍ଷ । ଇଂରାଜୀରେ ୨୬ ତାରିଖ ରବିବାର ଚନ୍ଦ୍ର-  ମେଷ ରାତ୍ରି ୦୭.୫୬ ଗତେ ବୃଷ ତିଥି-  ୧୪ଶୀ ଦିବା ୦୩.୫୩ ଗତେ ପୂର୍ଣ୍ଣିମା ଘାତଚନ୍ଦ୍ର-  ମେଷ ରାଶିର, ରାତ୍ରି ୦୭.୫୬ ଗତେ ବିଛା ରାଶିର ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ଦିବା ୦୨.୦୫ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଛନ ଦାନ

Libra

ତୁଳା

Sunday 26 Nov 2023

ଚିତ୍ରା- ଶାରୀରିକ ସମସ୍ୟାକୁ ଅଣ ଦେଖା କରିବା ଦ୍ୱାରା ସ୍ୱାସ୍ଥ୍ୟ ଜନିତ ନାନା ସମସ୍ୟା ବଢିପାରେ । ବ୍ୟକ୍ତିଗତ ଆର୍ଥିକ ସନ୍ତୁଳନ ବଜାୟ ରଖିବା ପାଇଁ ବିଶେଷ ପରିଶ୍ରମ କରିବାକୁ ପଡ଼ିବ । ପରିବାରରେ ଲୋକ ଆପଣଙ୍କ କଥାକୁ ସହମତି ଦେବେ

ସ୍ୱାତୀ--  ଶିଳ୍ପ, ବାଣିଜ୍ୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ । ଅଫିସରୁ ଆସିବା ବେଳକୁ ନିଜ ମନ ପସନ୍ଦର ଜିନିଷଟି କିଣିବାରେ ସମର୍ଥ ହେବେ ।  ରାଜନୀତିରେ ବିରୋଧିଙ୍କ ପ୍ରତି ସାବଧାନ ରୁହନ୍ତୁ

ବିଶାଖା- ନୂତନ ବସ୍ତ୍ରାଳଙ୍କାର ପାଇଁ ମନ ବଳାଇପାରନ୍ତି । ଭାବପ୍ରବଣତାବଶତଃ ବର୍ତ୍ତମାନ ପରିସ୍ଥିତିରେ ଅନ୍ୟମାନଙ୍କ ସହ ଶତ୍ରୁତା କଲେ କ୍ଷତିରେ ପଡ଼ିବେ । ସ୍ୱାର୍ଥସାଧନ ପରିପ୍ରେକ୍ଷୀରେ ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି

ପ୍ରତିକାର- ଶ୍ରୀ ଗଜେନ୍ଦ୍ର ମୋକ୍ଷ ସ୍ତୋତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :

VASTU TIPS