ସୈାର ବିଛା ମାସ କାର୍ତ୍ତିକ ଶୁକ୍ଳପକ୍ଷ । ଇଂରାଜୀରେ ୨୬ ତାରିଖ ରବିବାର ଚନ୍ଦ୍ର- ମେଷ ରାତ୍ରି ୦୭.୫୬ ଗତେ ବୃଷ ତିଥି- ୧୪ଶୀ ଦିବା ୦୩.୫୩ ଗତେ ପୂର୍ଣ୍ଣିମା ଘାତଚନ୍ଦ୍ର- ମେଷ ରାଶିର, ରାତ୍ରି ୦୭.୫୬ ଗତେ ବିଛା ରାଶିର ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ଦିବା ୦୨.୦୫ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଛନ ଦାନ
ବିଶାଖା- ଦେହ ଭଲ ରହିଲେ ମଧ୍ୟ ମୁଣ୍ଡ ରୋଗରେ କଷ୍ଟ ପାଇବେ । ପରିବାରର ସାଧାରଣ କଥାକୁ ବଡ଼ ଆକାରରେ ଚିନ୍ତାକରି ବ୍ୟସ୍ତ ରହିବେ । ଦୂରଯାତ୍ରା ସଫଳ ହେବ ଓ ଲକ୍ଷ୍ୟ ହାସଲରେ ସମର୍ଥ ହୋଇପାରିବେ
ଅନୁରାଧା- ନିଜର ଆକସ୍ମିକ ବୁଦ୍ଧି ଓ କାର୍ୟ୍ୟ କରିବା ଶୈଳିରେ ପରିବର୍ତନ ଆଣି ପ୍ରେମ ସମ୍ପର୍କକୁ ବଢାଇବା ସହିତ ଦାମ୍ପତ୍ୟ ଜୀବରେ ସୁଧାର ଆଣିବେ । ବ୍ୟବସାୟ ଅଗ୍ରଗତି କରିବା ପାଇଁ ସାହାଯ୍ୟକାରୀ ଲୋକମାନେ ସହାୟତା କରିବେ ।
ଜ୍ୟେଷ୍ଠା- ଶିକ୍ଷାର୍ଥୀ ମାନେ ପଥ ଭ୍ରଷ୍ଟ ହୋଇ ପାରନ୍ତି । ବିବାଦୀୟ ଘଟଣାରେ ପ୍ରତିଦ୍ୱନ୍ଦିତା କ୍ରମଶଃ ବୃଦ୍ଧି ପାଇବ। ଇଲୋକ୍ଟ୍ରୋନିକ ସାମଗ୍ରୀ କିଣି ପାରନ୍ତି
ପ୍ରତିକାର- ହନୁମାନ ଚାଳିସା ପାଠ କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯