• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th Nov 2023: ଦୃଢ଼ ମନୋବଳ ନେଇ କାମ କରିବାର ସୁଯୋଗ ପାଇବେ...

ସୈାର ବିଛା ମାସ  କାର୍ତ୍ତିକ ଶୁକ୍ଳପକ୍ଷ । ଇଂରାଜୀରେ ୨୬ ତାରିଖ ରବିବାର ଚନ୍ଦ୍ର-  ମେଷ ରାତ୍ରି ୦୭.୫୬ ଗତେ ବୃଷ ତିଥି-  ୧୪ଶୀ ଦିବା ୦୩.୫୩ ଗତେ ପୂର୍ଣ୍ଣିମା ଘାତଚନ୍ଦ୍ର-  ମେଷ ରାଶିର, ରାତ୍ରି ୦୭.୫୬ ଗତେ ବିଛା ରାଶିର ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ଦିବା ୦୨.୦୫ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଛନ ଦାନ

Sagittarius

ଧନୁ

Sunday 26 Nov 2023

ମୂଳା- ଆତ୍ମୀୟଙ୍କ ସ୍ୱାସ୍ଥ୍ୟରେ ଉନ୍ନତି କାରଣରୁ ମନ ହାଲୁକା ହୋଇଯିବ। କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିବେ । ବନ୍ଧୁ ଗହଣରେ ସାଧାରଣ ଘଟଣାକୁ ନେଇ ମନସ୍ତାପ କରିବାକୁ ପଡ଼ିପାରେ      

ପୂ,ଷାଢା- ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦ୍ୱିତା ବଢ଼ିପାରେ। ଦୃଢ଼ ମନୋବଳ ଓ କାର‌୍ୟ୍ୟଦକ୍ଷତା କର୍ମକ୍ଷେତ୍ରରେ ଲୋକପ୍ରିୟତା ସୃଷ୍ଟି କରିବ । ରାଜନୀତି କ୍ଷେତ୍ରରେ  ସବୁ ପରିସ୍ଥିତିକୁ ସମ୍ଭାଳି ନେବେ

ଉ,ଷାଢା- ଚଳଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଂଶସା ପାଇବେ । କିଛି ନୂତନ ଗୃହ, ଉପଯୋଗି ଭୂମି କ୍ରୟ କରିପାରନ୍ତି । ପିଲାମାନେ ତାଙ୍କ କ୍ୟାରିୟର ପାଇଁ ମହତ୍ୱପୂର୍ଣ୍ଣ ନିଷ୍ପତି ନେଇପାରନ୍ତି

ପ୍ରତିକାର- ଶ୍ରୀ ରାମ ରକ୍ଷକ ସ୍ତୋତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :

VASTU TIPS