• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th Nov 2023: ଦୃଢ଼ ମନୋବଳ ନେଇ କାମ କରିବାର ସୁଯୋଗ ପାଇବେ...

ସୈାର ବିଛା ମାସ  କାର୍ତ୍ତିକ ଶୁକ୍ଳପକ୍ଷ । ଇଂରାଜୀରେ ୨୬ ତାରିଖ ରବିବାର ଚନ୍ଦ୍ର-  ମେଷ ରାତ୍ରି ୦୭.୫୬ ଗତେ ବୃଷ ତିଥି-  ୧୪ଶୀ ଦିବା ୦୩.୫୩ ଗତେ ପୂର୍ଣ୍ଣିମା ଘାତଚନ୍ଦ୍ର-  ମେଷ ରାଶିର, ରାତ୍ରି ୦୭.୫୬ ଗତେ ବିଛା ରାଶିର ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ଦିବା ୦୨.୦୫ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଛନ ଦାନ

Capricorn

ମକର

Sunday 26 Nov 2023

ଉ,ଷାଢା- ବ୍ୟବସାୟ ଅଗ୍ରଗତି କରିବା ପାଇଁ  ସାହାଯ୍ୟକାରୀ ଲୋକମାନେ ସହାୟତା ପାଇବେ । ବାରମ୍ବାର ଚେଷ୍ଟା କରିବା କାରଣରୁ ବନ୍ଧୁଙ୍କ ନିକଟରୁ କିଛି ଅର୍ଥ ସାହାଯ୍ୟ ପାଇବେ । ଜୀବନ ସାଥିଙ୍କ ପାଖରେ ଅଧିକ ସମୟ ବିତାଇବେ ।           

ଶ୍ରବଣା- କଳା, ସାହିତ୍ୟ, ଗବେଷଣା କ୍ଷେତ୍ରରେ ଖୁସି ରହିବେ। ନୂତନ ଗୃହ ନିର୍ମାଣର ସୁଯୋଗ ଆସିବ । ମହିଳା ମାନେ ପରିବାରରେ ପୃଷ୍ଟି ସାଧନ ପାଇଁ ପ୍ରୟାସ କରିବେ

ଧନିଷ୍ଠା- ଯାନ୍ତ୍ରିକ ଜିନିଷ, ଧାତୁ ଅଳଙ୍କାରାଦି କ୍ରୟ କରିପାରନ୍ତି । ମନୋରଞ୍ଜନ କାର‌୍ୟ୍ୟକ୍ରମରେ ନିଜକୁ ସାମିଲ କରିପାରନ୍ତି । ଜମିଜମା, ଯାନବାହନ, ଲେଖାପଢ଼ା କ୍ଷେତ୍ରରୁ ଉପକୃତ ହେବେ

ପ୍ରତିକାର- ଶ୍ରୀ ଶନି ଚାଳିସା ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :

VASTU TIPS