ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୨୬ ତାରିଖ ମଙ୍ଗଳବାର । ଚନ୍ଦ୍ର- କନ୍ୟା ଅହୋରାତ୍ର,ତିଥି- ୧୧ଶୀ ରାତ୍ରି ୦୩.୪୭ ଗତେ ୧୨ଶୀ,ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର,ଘାତବାର- ମକର ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୦୩.୪୭ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ।
କୃତିକା - ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ୟ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ଶାରୀରିକ ଅସୁସ୍ଥତା ଦୂରେହବା ସହ ଅଧିକାରୀ କାମରେ ପ୍ରସନ୍ନ ରହିବେ । ପାରିବାରିକ ଆବଶ୍ୟକତା ପୂରଣ ପାଇଁ ଚିନ୍ତିତ କରାଇବ ।
ରୋହିଣୀ – ଶିକ୍ଷାକ୍ଷେତ୍ରରେ ଉଚ୍ଚଶ୍ରେଣୀ ପାଇ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇପାରିବେ । କର୍ମକ୍ଷେତ୍ରରେ ସମନ୍ୱୟ ରକ୍ଷାକରିବା ଫଳରେ ବନ୍ଧୁତ୍ୱ ବୃଦ୍ଧି ପାଇବ । ପ୍ରତ୍ୟେକ ସ୍ତରରେ ପ୍ରତିବନ୍ଧକକୁ ହଟାଇବାରେ ବନ୍ଧୁଙ୍କ ସହଯୋଗ ନିଶ୍ଚିନ୍ତ ପାଇବେ ।
ମୃଗଶିରା – ମାଲିମକଦ୍ଦମାରେ ସଫଳତା ମିଳିବ । ରାଜନିତିରେ ଆଶା କରିଥିବା ଖବର ପାଇ ଖୁସୀ ହୋଇ ଯିବେ । ସାମାଜିକ ସ୍ତରରେ ସମ୍ମାନ ପାଇବେ ଏବଂ ଚେଷ୍ଟା କରୁଥିବା ଲାମରେ କିଛିଟା ଅଗ୍ରଗତି ଘଟିବାର ସୂଚନା ରହିଛି ।
ପ୍ରତିକାର – ପାଣିରେ ଟିକେ ହଳଦୀ ମିଶେଇ ଗାଧାନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬