ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୨୬ ତାରିଖ ମଙ୍ଗଳବାର । ଚନ୍ଦ୍ର- କନ୍ୟା ଅହୋରାତ୍ର,ତିଥି- ୧୧ଶୀ ରାତ୍ରି ୦୩.୪୭ ଗତେ ୧୨ଶୀ,ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର,ଘାତବାର- ମକର ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୦୩.୪୭ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ।
ମୃଗଶିରା- ରୋଗ ସାମୟିକ ହେଲେ ମଧ୍ୟ, ସାଧାରଣ ଭାବେ ଶାରୀରିକ ଅବସ୍ଥା ଭଲ ରହିବ । ପରିବାରର ସମପର୍କୀୟଙ୍କ କୈାଣସି ଘଟଣା ଯୋଗୁଁ ବ୍ୟତିବ୍ୟସ୍ତ ହୋଇଯିବେ । ନୂଆ ଲକ୍ଷ ପୂରଣ କରିବା ପାଇଁ ସାହାର୍ୟ୍ୟ ସହଯୋଗ ମିଳିବ ।
ଆଦ୍ରା- କେତେକ ନୂତନ ସୁଯୋଗ ସହିତ ଅର୍ଥଲାଭ ସୁଯୋଗ ମିଳିବ । ରାଜନୀତି କ୍ଷେତ୍ରରେ ବେଶ୍ ଆନନ୍ଦ ଅନୁଭବ କରିବେ । ଚାକିରୀ କ୍ଷେତ୍ରରେ ମହିଳା ମାନେ କେତେକ ସୁବିଧା ସୁଯୋଗ ଲାଭ କରିବେ ।
ପୁନର୍ବସୁ- ଖର୍ଚ୍ଚ ଅଟକଳ କ୍ଷେତ୍ରରେ ଅସମର୍ଥତା ପ୍ରକାଶ ପାଇବ । ମାଲିମକନ୍ଦମାରେ ଆପଷ ସମାଧାନର ରାସ୍ତା ଖୋଲିଯିବ । ମହିଳା ମାନଙ୍କର ସଂଗୀତ କ୍ଷେତ୍ରରେ ରୂଚି ରହିବ ।
ପ୍ରତିକାର – ନିଜର ଖାଇବାର କିଛି ଅଂଶ ଗାଇକୁ ଖାଇବାକୁ ଦିଅନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫