ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୨୬ ତାରିଖ ମଙ୍ଗଳବାର । ଚନ୍ଦ୍ର- କନ୍ୟା ଅହୋରାତ୍ର,ତିଥି- ୧୧ଶୀ ରାତ୍ରି ୦୩.୪୭ ଗତେ ୧୨ଶୀ,ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର,ଘାତବାର- ମକର ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୦୩.୪୭ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ।
ବିଶାଖା – ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ଚିନ୍ତାରେ ରହିପାରନ୍ତି। କର୍ମକ୍ଷେତ୍ରରେ ଦାୟିତ୍ୱ ବଢିବା ସହ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ ।
ଅନୁରାଧା – କ୍ୟାରିୟର କ୍ଷେତ୍ରରେ ବିଶେଷ ଧ୍ୟାନ ରଖିବା ଆବଶ୍ୟକ । ଅଧିକାଂଶ ସମୟ ମନ ଅସ୍ଥିର ରହିବା କାରଣରୁ କାମ ଗୁଡିକ ସମ୍ପୂର୍ଣ୍ଣ ହେବା କଷ୍ଟକର ହୋଇପାରେ ।
ଜ୍ୟେଷ୍ଠା – ଜାଗା, ଜମି ଆଦି କ୍ରୟ କରିବେ । କ୍ରୀଡା ପ୍ରତି ଯୋଗିତା କ୍ଷେତ୍ରରେ ସଫଳତା ମିଳିପାରେ । ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ ।
ପ୍ରତିକାର – ସିନ୍ଧୁର ଟିକା ମସ୍ତକରେ ଲଗାଇ ଘରୁ ବାହାରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯