Daily Horoscope 26th November 2024: ଆଜି ଏହି ରାଶିର ବ୍ୟକ୍ତିଙ୍କର ଆର୍ଥିକ ସମସ୍ୟା ଦୂର ହେବ
/odishatv-khabar/media/media_files/uploadimage/library/16_9/16_9_0/IMAGE_1732593941-132661.jpg)
ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୨୬ ତାରିଖ ମଙ୍ଗଳବାର । ଚନ୍ଦ୍ର- କନ୍ୟା ଅହୋରାତ୍ର,ତିଥି- ୧୧ଶୀ ରାତ୍ରି ୦୩.୪୭ ଗତେ ୧୨ଶୀ,ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର,ଘାତବାର- ମକର ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୦୩.୪୭ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
