• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th Oct 2022: ଏହି ରାଶିର ଲୋକଙ୍କ ସହ ନିଜ ଲୋକ ବିଶ୍ୱାସଘାତ କରିପାରନ୍ତି !

ସୌର ତୁଳା ମାସ କାର୍ତିକ ଶୁକ୍ଲପକ୍ଷ । ଇଂରାଜୀରେ ୨୬ ତାରିଖ ବୁଧବାର । ଚନ୍ଦ୍ର – ତୁଳା ଅହୋରାତ୍ର, ତିଥି- ପ୍ରତିପଦ ଦିବା ୦୨/୪୨ ଗତେ ୨ୟା , ଘାତ ଚନ୍ଦ୍ର- ନାସ୍ତି , ଘାତ ବାର – କର୍କଟ ରାଶିର, ପୁଷ୍କର ଦୋଷ –ଦିବା ୦୧/୨୩ ଗତେ ୧ ପାଦ କୁଟୁମ୍ଭହାନି- ତିଳକାଞନ ଦାନ

Aries

ମେଷ

Wednesday 26 Oct 2022

ଅଶ୍ୱନୀ – ଶରୀର ଭଲ ରହିବା ସହିତ ମିଷ୍ଠାନ ଭୋଜନର ଯୋଗ ବୃଦ୍ଧି ରହିଅଛି । ବାଣିଜ୍ୟ ବ୍ୟବସାୟରେ ସ୍ଥିର ଅବସ୍ଥା ଲାଗି ରହିବ । ଜୀବନ ସାଥିଙ୍କ ପାଇଁ ଭଲ ତାଳ ମେଳ ବଜାୟ ରହିବ ।

ଦ୍ୱିଜା – କର୍ମ କ୍ଷେତ୍ରରେ ଉଚ୍ଚ ପଦବୀ ଲାଭ କରି ପାରନ୍ତି । ରାଜନୀତି କ୍ଷେତ୍ରରେ ସାହାର୍ଯ୍ୟ ସହଯୋଗ ପାଇବେ । ପରୀକ୍ଷାରେ ସଫଳତାଦି ଅଭିଳାଷା ପୂର୍ଣ୍ଣତା ଲାଭ କରିବ ।

କୃତିକା – ବିବାଦିୟ ଘଟଣାରେ ବିଜୟଲାଭ କରିପାରନ୍ତି । ମହିଳା ମାନେ ଆଭୁଷଣ ପ୍ରିୟ ହେବେ ।

ପ୍ରତିକାର - ସୂର୍ଯ୍ୟ ଦେବତାଙ୍କୁ ମନ୍ଦାର ଫୁଲ ଅର୍ପଣ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :