• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th October 2023: ରାସ୍ତାରେ ଯିବାବେଳେ ସତର୍କ ରୁହନ୍ତୁ, କୋର୍ଟ ମାମଲାଠୁ ଦୂରେଇ ରୁହନ୍ତୁ...

ସୈାର  ତୁଳା ମାସ  ଆଶ୍ୱିନ ଶୁକ୍ଳପକ୍ଷ। ଇଂରାଜୀରେ ୨୬  ତାରିଖ,  ଗୁରୁବାର, ଚନ୍ଦ୍ର-  କୁମ୍ଭ ପ୍ରାତଃ ୦୫.୫୭ ଗତେ ମୀନ ତିଥି – ୧୨ଶୀ ଦିବା ୦୯.୪୪ ଗତେ ୧୩ଶୀ ଘାତ ଚନ୍ଦ୍ର-  ମିଥୁନ ଓ ମୀନ ରାଶିର, ପ୍ରାତଃ ୦୫.୫୭ ଗତେ ଧନୁ ରାଶିର ଘାତ ବାର –  ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ – ୨ ପାଦ - ପଶୁ ଓ ବଂଶ ହାନି - ଅନ୍ନ ଓ ତିଳକାଞ୍ଚନ ଦାନ ଦିବା ୦୯.୪୪ ଗତେ ୧ ପାଦ - କୁଟୁମ୍ବହାନି - ତିଳକାଞ୍ଚନ ଦାନ ଦିବା ୧୧.୨୬ ପର୍ଯ୍ୟନ୍ତ

Aries

ମେଷ

Thursday 26 Oct 2023

ଅଶ୍ୱନୀ – ଅର୍ଥ ଆୟ କରିବା ସହିତ ମାନସମ୍ମାନ ପାଇବେ । ଅପୂରଣୀୟ ଅଭିଳାଷ ନେଇ ଦୁଃଖ ଅନୁଭବ କରିବେ । ଶୁଣା କଥାକୁ ବିଶ୍ୱାସ କରିଲେ ଅସୁବିଧାରେ ପଡିପାରନ୍ତି ।
ଦ୍ୱିଜା – ସନ୍ତାନଙ୍କ ସଫଳତାକୁ ଦେଖି ଆପଣ ଖୁସି ଅନୁଭବ କରିବେ ।  ଗୁରୁତ୍ୱ ପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ 
କୃତିକା –ଆକସ୍ମିକ ଭାବରେ ମୋଟା ଅଙ୍କର ଅର୍ଥ ଆବଶ୍ୟକ ହୋଇପାରେ । ଗଠନ ମୂଳକ ପ୍ରସ୍ତାବ ନେଇ କର୍ମକ୍ଷେତ୍ରରେ ପ୍ରଂଶସିତ ହେବେ 

ପ୍ରତିକାର -  ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :