• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th October 2023: ରାସ୍ତାରେ ଯିବାବେଳେ ସତର୍କ ରୁହନ୍ତୁ, କୋର୍ଟ ମାମଲାଠୁ ଦୂରେଇ ରୁହନ୍ତୁ...

ସୈାର  ତୁଳା ମାସ  ଆଶ୍ୱିନ ଶୁକ୍ଳପକ୍ଷ। ଇଂରାଜୀରେ ୨୬  ତାରିଖ,  ଗୁରୁବାର, ଚନ୍ଦ୍ର-  କୁମ୍ଭ ପ୍ରାତଃ ୦୫.୫୭ ଗତେ ମୀନ ତିଥି – ୧୨ଶୀ ଦିବା ୦୯.୪୪ ଗତେ ୧୩ଶୀ ଘାତ ଚନ୍ଦ୍ର-  ମିଥୁନ ଓ ମୀନ ରାଶିର, ପ୍ରାତଃ ୦୫.୫୭ ଗତେ ଧନୁ ରାଶିର ଘାତ ବାର –  ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ – ୨ ପାଦ - ପଶୁ ଓ ବଂଶ ହାନି - ଅନ୍ନ ଓ ତିଳକାଞ୍ଚନ ଦାନ ଦିବା ୦୯.୪୪ ଗତେ ୧ ପାଦ - କୁଟୁମ୍ବହାନି - ତିଳକାଞ୍ଚନ ଦାନ ଦିବା ୧୧.୨୬ ପର୍ଯ୍ୟନ୍ତ

Taurus

ବୃଷ

Thursday 26 Oct 2023

କୃତିକା  - ବ୍ୟବସାୟରେ ଖର୍ଚ୍ଚାନ୍ତ ହୋଇ କାର୍ୟ୍ୟ ହାସଲ କରିବେ ।  ପତ୍ନୀଙ୍କ ସହିତ ମତ  ପାର୍ଥକ୍ୟ ଦେଖାଦେଇ ପାରେ । ଶାରୀରିକ ଚିନ୍ତା ଦୂର ହେବ 
ରୋହିଣୀ – ବିଦ୍ୟାର୍ଥୀମାନେ  ପଢାପଢିରେ ଅଧିକ ପରିଶ୍ରମ କରିଲେ ମଧ୍ୟ ଭଲ ଫଳ ମିଳିବ ନାହିଁ । ରାଜନୀତିରେ ନୂତନ ସମସ୍ୟାରେ ପୀଡିତ ହେବେ 
ମୃଗଶିରା – କୈାଣସି ନୂଆ କାର୍ଯ୍ୟ ଆରମ୍ଭ କରିବା ପାଇଁ ଚେଷ୍ଟା କରିବେ । ସହନଶୀଳତା ଯୋଗୁ ପ୍ରଂଶସା ମିଳିବ

ପ୍ରତିକାର – ମା କମଳାଙ୍କ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :