ସୈାର ତୁଳା ମାସ ଆଶ୍ୱିନ ଶୁକ୍ଳପକ୍ଷ। ଇଂରାଜୀରେ ୨୬ ତାରିଖ, ଗୁରୁବାର, ଚନ୍ଦ୍ର- କୁମ୍ଭ ପ୍ରାତଃ ୦୫.୫୭ ଗତେ ମୀନ ତିଥି – ୧୨ଶୀ ଦିବା ୦୯.୪୪ ଗତେ ୧୩ଶୀ ଘାତ ଚନ୍ଦ୍ର- ମିଥୁନ ଓ ମୀନ ରାଶିର, ପ୍ରାତଃ ୦୫.୫୭ ଗତେ ଧନୁ ରାଶିର ଘାତ ବାର – ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ – ୨ ପାଦ - ପଶୁ ଓ ବଂଶ ହାନି - ଅନ୍ନ ଓ ତିଳକାଞ୍ଚନ ଦାନ ଦିବା ୦୯.୪୪ ଗତେ ୧ ପାଦ - କୁଟୁମ୍ବହାନି - ତିଳକାଞ୍ଚନ ଦାନ ଦିବା ୧୧.୨୬ ପର୍ଯ୍ୟନ୍ତ
ପୂ , ଭାଦ୍ରପଦ - ପରିବାରରେ ଯେପ୍ରକାରର ସମସ୍ୟା ଆସିଲେ ମଧ୍ୟ ତାହାର ଠିକ୍ ସାମନା କରିବା କଷ୍ଟକର ହୋଇପାରେ । ବ୍ୟବସାୟ, ପରିବହନ , କ୍ଷେତ୍ରରେ ଦ୍ୱନ୍ଦ ଦୂର ହେବ ।
ଉ , ଭଦ୍ରପଦ - ରାଜନୀତିରେ ସାଧାରଣ କଥାକୁ କେନ୍ଦ୍ରକରି ମତ ପାର୍ଥକ୍ୟ ଦେଖା ଦେଇପାରେ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ଦ୍ୱାରା କେତେକାଂଶରେ ଅଭିଳାଷ ମଧ୍ୟ ପୂରଣ ହୋଇଯିବ
ରେବତୀ – ସମ୍ପତ୍ତିକୁ ସାମାନ୍ୟ ଝଗଡା ଲାଗିପାରେ । ସାମୁହିକ ପ୍ରୟାସ ଓ ସହଯୋଗ ଦ୍ୱାରା ଆଗକୁ ବଢିବା ସମ୍ଭବ ହେବ
ପ୍ରତିକାର – ମା ତାରାଙ୍କର ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩