• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th October 2023: ରାସ୍ତାରେ ଯିବାବେଳେ ସତର୍କ ରୁହନ୍ତୁ, କୋର୍ଟ ମାମଲାଠୁ ଦୂରେଇ ରୁହନ୍ତୁ...

ସୈାର  ତୁଳା ମାସ  ଆଶ୍ୱିନ ଶୁକ୍ଳପକ୍ଷ। ଇଂରାଜୀରେ ୨୬  ତାରିଖ,  ଗୁରୁବାର, ଚନ୍ଦ୍ର-  କୁମ୍ଭ ପ୍ରାତଃ ୦୫.୫୭ ଗତେ ମୀନ ତିଥି – ୧୨ଶୀ ଦିବା ୦୯.୪୪ ଗତେ ୧୩ଶୀ ଘାତ ଚନ୍ଦ୍ର-  ମିଥୁନ ଓ ମୀନ ରାଶିର, ପ୍ରାତଃ ୦୫.୫୭ ଗତେ ଧନୁ ରାଶିର ଘାତ ବାର –  ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ – ୨ ପାଦ - ପଶୁ ଓ ବଂଶ ହାନି - ଅନ୍ନ ଓ ତିଳକାଞ୍ଚନ ଦାନ ଦିବା ୦୯.୪୪ ଗତେ ୧ ପାଦ - କୁଟୁମ୍ବହାନି - ତିଳକାଞ୍ଚନ ଦାନ ଦିବା ୧୧.୨୬ ପର୍ଯ୍ୟନ୍ତ

Gemini

ମିଥୁନ

Thursday 26 Oct 2023

ମୃଗଶିରା  - ମାନସିକ ସ୍ଥିରତା ଦେଖାଦେବା ସହ କାମରେ ପରିଶ୍ରମ କରି ପ୍ରଂଶସିତ ହେବେ ।  ବ୍ୟବସାୟରେ ଆୟ ଅପେକ୍ଷା ବ୍ୟୟ ଅଧିକ ହୋଇପାରେ 
ଆଦ୍ରା -  ରାଜନୀତି କ୍ଷେତ୍ରରେ ନିଜକୁ ସୁରକ୍ଷିତ ରଖି ପାରିବେ । ଶିକ୍ଷାର୍ଥୀମାନେ କିଛି ପରିମାଣରେ ଶୁଭଫଳ ପାଇବେ ।  ବୁଦ୍ଧିମତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭ ମିଳିବ ।
ପୁନର୍ବସୁ -  ଗମ୍ଭୀରତାର ସହ ଉଦ୍ୟମ କରନ୍ତୁ ସଫଳତା ପାଇବେ । କଠିନ ପରିଶ୍ରମ କରିବା ଫଳରେ ବହୁତ ଭଲ ଫଳାଫଳ ପାଇବେ 

ପ୍ରତିକାର – ମା ଦତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ 

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :