• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th October 2023: ରାସ୍ତାରେ ଯିବାବେଳେ ସତର୍କ ରୁହନ୍ତୁ, କୋର୍ଟ ମାମଲାଠୁ ଦୂରେଇ ରୁହନ୍ତୁ...

ସୈାର  ତୁଳା ମାସ  ଆଶ୍ୱିନ ଶୁକ୍ଳପକ୍ଷ। ଇଂରାଜୀରେ ୨୬  ତାରିଖ,  ଗୁରୁବାର, ଚନ୍ଦ୍ର-  କୁମ୍ଭ ପ୍ରାତଃ ୦୫.୫୭ ଗତେ ମୀନ ତିଥି – ୧୨ଶୀ ଦିବା ୦୯.୪୪ ଗତେ ୧୩ଶୀ ଘାତ ଚନ୍ଦ୍ର-  ମିଥୁନ ଓ ମୀନ ରାଶିର, ପ୍ରାତଃ ୦୫.୫୭ ଗତେ ଧନୁ ରାଶିର ଘାତ ବାର –  ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ – ୨ ପାଦ - ପଶୁ ଓ ବଂଶ ହାନି - ଅନ୍ନ ଓ ତିଳକାଞ୍ଚନ ଦାନ ଦିବା ୦୯.୪୪ ଗତେ ୧ ପାଦ - କୁଟୁମ୍ବହାନି - ତିଳକାଞ୍ଚନ ଦାନ ଦିବା ୧୧.୨୬ ପର୍ଯ୍ୟନ୍ତ

Cancer

କର୍କଟ

Thursday 26 Oct 2023

ପୁନର୍ବସୁ –  ଶାରୀରିକ ଅସୁସ୍ଥତା ଅନୁଭବ କରିବେ । କିଛି ନୂଆ କାମ ଆରମ୍ଭ କରି ନିକଟ ସମ୍ପର୍କୀୟଙ୍କ ଠାରୁ ପ୍ରଂଶସିତ ହେବେ ।
ପୁଷ୍ୟା –  ବ୍ୟବସାୟରେ ଧନଲାଭର ନୂଆ ଉତ୍ସ ତଲାସ କରିବେ । ବାସଗୃହ ବା ଯାନବାହନର ନବୀକରଣ କରିବାର ନାନାବିଧି ସୁଯୋଗ ପାଇବେ
ଅଶ୍ଳେଷା – ନିଜ ସିଦ୍ଧାନ୍ତରେ ଅଟଳ ରହିବା ଫଳରେ ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ବିଜୟୀ ହେବେ । ଆକସ୍ମିକ ଧନ ପ୍ରାପ୍ତି ହେବ । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ ।

ପ୍ରତିକାର – ଶ୍ରୀ ଗଣେଶଙ୍କ ମନ୍ତ୍ର ପାଠ କରନ୍ତୁ 

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :